ଅପ୍ରେଲ ୨ ତାରିଖରେ ରାଜରାସ୍ତାରେ ପ୍ରଦେଶ ଯୁବ କଂଗ୍ରେସର “ଯୁବକ୍ରାନ୍ତି ସମାବେଶ”

ଭୁବନେଶ୍ୱର: ବିଜେପି ସରକାରର ଜନତାଙ୍କ ଉପରେ ହେଉଥିବା ଅତ୍ୟାଚର ବିରୁଦ୍ଧରେ କଂଗ୍ରେସ ଭବନଠାରେ ଏକ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ଏହି ସାମ୍ବିାଦିକ ସମ୍ମିଳନୀରେ ପ୍ରଦେଶ ଯୁବ କଂଗ୍ରେସର ସଭାପତି ରଞ୍ଜିତ ପାତ୍ର ସରକାରଙ୍କର ବେନିଅମ କାର୍ଯ୍ୟକଳାପ ଏବଂ ନୀତିକୁ ନେଇ ଚରମ ବାଣୀ ଶୁଣାଇଛନ୍ତି । ଶ୍ରୀ ପାତ୍ର କହିଛନ୍ତି ଯେ, ଜୀବନ ବଞ୍ଚାଇବା ପାଇଁ ନିରୀହ ଜନତା ରାଜ୍ୟର ଆସ୍ଥା ଓ ବିଶ୍ୱାସ ଥିବା କଟକ ବଡ ମେଡିକାଲ କଲେଜରେ ଚିକିତ୍ସିତ ହେବା ପାଇଁ ଭର୍ତ୍ତି ହୋଇଥିଲେ ।

କିନ୍ତୁ ଅତି ଦୁଃଖର କଥା ଜୀବନ ବଞ୍ଚାଇବେ କ’ଣ ସରକାର ଏବଂ ମେଡିକାଲ ପ୍ରଶାସନଙ୍କର ଅକ୍ଷମଣୀୟ ଅବହେଳା ଯୋଗୁଁ ଅଗ୍ନିକାଣ୍ଡ ଘଟି ଅକାଳ ମୃତ୍ୟୁ ବରଣ କଲେ । ଆଶ୍ଚର୍ଯ୍ୟର କଥା ସାରା ଦେଶରେ ଚହଳ ସୃଷ୍ଟି କରିଥିବା ଏହି ଘଟଣାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ କିମ୍ବା ମେଡିକାଲ ପ୍ରଶାସନଙ୍କ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ କଲେ ନାହିଁ । ଏହା ନୈତିକବିହିନ ଓ ଅମାନବୀୟ ସରକାର ବୋଲି ନିଜକୁ ଜଣାଇଛନ୍ତି । ଯୁବ କଂଗ୍ରେସ ସ୍ୱାସ୍ଥ୍ୟ ଅବିଳମ୍ବେ ଇସ୍ତଫା ପ୍ରଦାନ କରନ୍ତୁ ବୋଲି ଦାବି କରୁଛି । ଅନ୍ୟପକ୍ଷରେ ଉତ୍କଟ ବେକାରି ସମସ୍ୟାରେ ରାଜ୍ୟରେ ଯୁବ ସମାଜ ଉବୁଟୁବୁ ହେଉଛି । ଯୁବକ ଯୁବତୀ ବାଧ୍ୟ ହୋଇ ରାଜ୍ୟ ଛାଡି ପଳାୟନ କରୁଛନ୍ତି । ସରକାର ଅନ୍ୟ ଏକ ଫନ୍ଦି କରି ଆଉଟ୍ ସୋର୍ସିଙ୍ଗ ଜରିଆରେ ଯୁବକ ଯୁବତୀଙ୍କୁ କମ୍ ମୂଲ୍ୟରେ ଖଟାଇ ଶୋଷଣ କରୁଛି ।

ବିଜେପି ମନ୍ତ୍ରୀ, ବିଧାୟକ ଓ ନେତାଙ୍କ ଉଦ୍ଧତ ପଣିଆ ହାଟରେ ପଡି ଦାଣ୍ଡରେ ଗଡୁଛି । ପୁରୀ ସାଂସଦ ବଜାର ମଧ୍ୟରେ ଖଣ୍ଡା ବୁଲାଉଛନ୍ତି ତ କେତେବେଳେ ଟିଟିଲାଗଡ ବିଧାୟକ ପିଏସଓଙ୍କ ପିସ୍ତଲ ଝଡାଇ ଫାଙ୍କା ଗୁଳି ଚଳାଉଛନ୍ତି । କିନ୍ତୁ ପ୍ରଶାସନ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ । ଚୋରି, ହତ୍ୟା, ଲୁଣ୍ଠନ ଓ ନାରୀ ଦୁଷ୍କର୍ମ ପ୍ରତ୍ୟେହ ବଢ଼ିବାରେ ଲାଗିଛି । ସରକାର ଜାଣିପାରୁନାହାନ୍ତି କେମିତି ନିୟନ୍ତ୍ରଣ କରାଯାଇପାରିବ । ରାଜ୍ୟରେ ସବୁଠାରୁ କ୍ଷତିଗ୍ରସ୍ତରେ ଅବସ୍ଥାରେ ଅଛନ୍ତି ଚାଷୀ ସମାଜ । ମନଇଚ୍ଛା କଟନି ଛଟନି କରି ହଜାର ହଜାର କୋଟି ଟଙ୍କା ସମବାୟ ବିଭାଗ, ଯୋଗାଣ ବିଭାଗ, ମିଲରସ୍ ଓ ମନ୍ତ୍ରୀଙ୍କ ମଧ୍ୟରେ ଭାଗ ବଣ୍ଟା ଚାଲିଛି । ଚାଷୀଙ୍କ ବଳକା ଧାନକୁ ସରକାର କିଣିବାକୁ ନାରାଜ । ଫଳରେ ଚାଷୀ ବଳକା ଧାନ ଶାଗ ମାଛ ମୂଲ୍ୟରେ ମିଲରସ୍‌ଙ୍କ ହାତରେ ଟେକି ଦେବା ପାଇଁ ବାଧ୍ୟ ହୋଇଛି । ଗାଏମୋଟ କହିବାକୁ ଗଲେ ମୋହନ ମାଝୀ ସରକାର ପ୍ରତ୍ୟେକ କ୍ଷେତ୍ରରେ ବିଫଳ ବୋଲି ପ୍ରମାଣିତ ହେଇଛି । ଯୁବ କଂଗ୍ରେସ ସରକାରଙ୍କ ବେଆଇନ ଓ ବେପରୁଆ ନୀତି ବିରୁଦ୍ଧରେ ତଥା ସରକାରଙ୍କ ଅବହେଳା ଯୋଗୁଁ ୧୩ ଜଣ ନିରୀହ ରୋଗୀଙ୍କୁ ଅକାଳ ମୃତ୍ୟୁ ପାଇଁ ଦାୟି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଇସ୍ତଫା ଦାବି ନେଇ ଆସନ୍ତା ଅପ୍ରେଲ ୨ ତାରିଖ “ଯୁବକ୍ରାନ୍ତି ସମାବେଶ” ମହାତ୍ମାଗାନ୍ଧୀ ମାର୍ଗରେ ପାଳନ କରାଯିବ ବୋଲି ଯୁବ କଂଗ୍ରେସ ସଭାପତି ଶ୍ରୀ ପାତ୍ର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech