Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39

Warning: Trying to access array offset on value of type bool in /home/jagratbharatnews/public_html/wp-content/plugins/elementor-pro/modules/dynamic-tags/tags/post-featured-image.php on line 39
ଦେଶରେ ମୋଟ କରୋନା ପଜିଟିଭ୍ ମାମଲାର 4% ରୁ କମ ସକ୍ରିୟ ମାମଲା: ଗତ ୨୪ ଘଣ୍ଟା ମଧ୍ୟରେ 32,080 ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ 36,635 ଜଣ ସୁସ୍ଥ - Jagrat Bharat News

ଦେଶରେ ମୋଟ କରୋନା ପଜିଟିଭ୍ ମାମଲାର 4% ରୁ କମ ସକ୍ରିୟ ମାମଲା: ଗତ ୨୪ ଘଣ୍ଟା ମଧ୍ୟରେ 32,080 ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ 36,635 ଜଣ ସୁସ୍ଥ

ଦେଶରେ ମୋଟ କରୋନା ପଜିଟିଭ୍ ମାମଲାର 4% ରୁ କମ ସକ୍ରିୟ ମାମଲା: ଗତ ୨୪ ଘଣ୍ଟା ମଧ୍ୟରେ 32,080 ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ 36,635 ଜଣ ସୁସ୍ଥ

 

● ଦୈନିକ ପଜିଟିଭ୍ ହାର 3.14%

● ଜାତୀୟ ପଜିଟିଭ୍ ହାର ଠାରୁ 19 ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସାପ୍ତାହିକ ପଜିଟିଭ୍ ହାର ଅଧିକ ରହିଛି

 

 

 

ଜେ ବି ଏନ, ୯/୧୨/୨୦୨୦, (ରିପୋର୍ଟ, ସୁଶୀଲ କୁମାର), ନୂଆଦିଲ୍ଲୀ : କ୍ରମାଗତ ହ୍ରାସ ଧାରା ବଜାୟ ରଖି ଦେଶରେ ସକ୍ରିୟ କରୋନା ମାମଲା ଏବେ 3,78,909 ରେ ପହଁଚିଛି । ମୋଟ ପଜିଟିଭ୍ ମାମଲାର 3.89% ସକ୍ରିୟ ମାମଲା ରହିଛି ।

 

ଦୈନିକ ସୁସ୍ଥଙ୍କ ସଂଖ୍ୟା ନୂଆ ମାମଲା ତୁଳନାରେ ଅଧିକ ରହୁଥିବା ଯୋଗୁ ସକ୍ରିୟ କରୋନା ମାମଲା ହ୍ରାସ ପାଇବାରେ ଲାଗିଛି । ଗତ 24 ଘଣ୍ଟାରେ ସକ୍ରିୟ ମାମଲା 4,957 ହ୍ରାସ ପାଇଛି ।

 

 

ଗତ 24 ଘଣ୍ଟାରେ ଭାରତରେ ଦୈନିକ ସୁସ୍ଥଙ୍କ ସଂଖ୍ୟା ନୂଆ କରୋନା ମାମଲା ତୁଳନାରେ ଅଧିକ ରହିଛି । 32,080 ଜଣ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ 36,635 ଜଣ ସୁସ୍ଥ ହୋଇଛନ୍ତି ।

 

 

ଭାରତରେ ମୋଟ ନମୁନା ପରୀକ୍ଷା 15 କୋଟି (14,98,36,767) ପାଖାପାଖି ହୋଇଛି । ପ୍ରତିଦିନ ଦଶ ଲକ୍ଷରୁ ଅଧିକ ନମୁନା ପରୀକ୍ଷାର ଧାରା ବଜାୟ ରଖି ଗତ 24 ଘଣ୍ଟାରେ 10,22,712 ନମୁନା ପରୀକ୍ଷା କରାଯାଇଛି । ଦିନକୁ ଏବେ ଦେଶରେ ନମୁନା ପରୀକ୍ଷାର କ୍ଷମତା 15 ଲକ୍ଷକୁ ବୃଦ୍ଧି ପାଇଛି ।

 

ଭାରତରେ ଏବେ ମୋଟ 2,220 ଲାବୋରେଟାରୀରେ କରୋନା ନମୁନା ପରୀକ୍ଷାର ସୁବିଧା ଉପଲବ୍ଧ ହୋଇପାରୁଛି ।

 

 

ଦୈନିକ ହାରାହାରି 10 ଲକ୍ଷ ନମୁନା ପରୀକ୍ଷା ଯୋଗୁ ଏହା ନିଶ୍ଚିତ ହୋଇଛି ଯେ, ପଜିଟିଭ୍ ହାର ହ୍ରାସ ପାଇଛି ଏବଂ ଏହି ଧାରା ବଜାୟ ରହିଛି । ଆଜି ମୋଟ ଜାତୀୟ ପଜିଟିଭ୍ ହାର ରହିଛି 6.50% । ଦୈନିକ ପଜିଟିଭ୍ ହାର ମାତ୍ର 3.14% ରହିଛି । ଅଧିକରୁ ଅଧିକ ନମୁନା ପରୀକ୍ଷା ହୋଇଥିବାରୁ ପଜିଟିଭ୍ ହାର ହ୍ରାସ ପାଇପାରିଛି ।

 

ଜାତୀୟ ପଜିଟିଭ୍ ହାର ତୁଳନାରେ 19 ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ ସାପ୍ତାହିକ ପଜିଟିଭ୍ ହାର ଅଧିକ ରହିଛି ।

 

 

 

ନିମ୍ନଲିଖିତ ରାଜ୍ୟ ଗୁଡ଼ିକରେ ମୋଟ ନମୁନା ପରୀକ୍ଷା ଅଧିକ ରହିବା ସହ ପଜିଟିଭ୍ ହାର ହ୍ରାସ ହୋଇଛି ।

 

ଉତ୍ତର ପ୍ରଦେଶରେ ମୋଟ ନମୁନା ପରୀକ୍ଷା 2 କୋଟିକୁ ଅତିକ୍ରମ କରିଛି । ବିହାର, ତାମିଲନାଡ଼ୁ, କର୍ଣ୍ଣାଟକ, ମହାରାଷ୍ଟ୍ର ଏବଂ ଆନ୍ଧ୍ର ପ୍ରଦେଶ ଆଦି ରାଜ୍ୟ ସର୍ବାଧିକ ନମୁନା ପରୀକ୍ଷା ଅର୍ଥାତ 1 କୋଟିରୁ ଅଧିକ ପରୀକ୍ଷା ହୋଇଥିବା ରାଜ୍ୟରେ ଅନ୍ତର୍ଭୁକ୍ତ ।

 

 

ଭାରତରେ ସୁସ୍ଥତା ହାର 94.66%କୁ ବୃଦ୍ଧି ପାଇଛି । ମୋଟ ସୁସ୍ଥ ସଂଖ୍ୟା ଆଜି 92 ଲକ୍ଷ (92,15,581)କୁ ଅତିକ୍ରମ କରିଛି ।

 

ନୂଆ ସୁସ୍ଥଙ୍କ ମଧ୍ୟରୁ 76.37% ଆସିଛନ୍ତି 10 ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ ।

 

ମହାରାଷ୍ଟ୍ରରେ ଗତ 24 ଘଣ୍ଟାରେ ସର୍ବାଧିକ 6,365 ଜଣ ସୁସ୍ଥ ହୋଇଛନ୍ତି । କେରଳରେ 4,735 ଜଣ ଏବଂ ଦିଲ୍ଲୀରେ 3,307 ଜଣ ସୁସ୍ଥ ହୋଇଛନ୍ତି ।

 

 

ଗତ 24 ଘଣ୍ଟାରେ ଆସିଥିବା ନୂଆ କରୋନା ମାମଲାରୁ 75.11% ଆସିଛି 10 ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରୁ । କେରଳରେ ସର୍ବାଧିକ 5,032 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ପଛକୁ ମହାରାଷ୍ଟ୍ରରେ 4,026 ଜଣ ଚିହ୍ନଟ ହୋଇଛନ୍ତି ।

 

 

ଗତ 24 ଘଣ୍ଟା ମଧ୍ୟରେ ଦେଶରେ 402 ଜଣଙ୍କ ମୃତ୍ୟୁ ହୋଇଛି । ଏଥିରୁ 76.37% ମୃତ୍ୟୁ ହୋଇଛି 10 ରାଜ୍ୟ/କେନ୍ଦ୍ରଶାସିତ ଅଞ୍ଚଳରେ । ଦିଲ୍ଲୀରେ ସର୍ବାଧିକ ମୃତ୍ୟୁ (57) ହୋଇଛି । ଏହା ପଛକୁ ମହାରାଷ୍ଟ୍ରରେ 53 ଏବଂ ପଶ୍ଚିମବଙ୍ଗରେ 49 ଜଣଙ୍କ ମୃତ୍ୟୁ ହୋଇଛି ।

 

 

jagratbharatnews

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech