ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬ ଗୋପାଳପୁର ବିଧାନସଭା ଅନ୍ତର୍ଗତ ଛଅ ଗୋଟି ମଣ୍ଡଳକୁ ନେଇ ସ୍ଥାନୀୟ ଅକ୍ସଫୋର୍ଡ଼ ପବ୍ଲିକ ସ୍କୁଲ ଠାରେ ଅନୁଷ୍ଠିତ

ବ୍ରହ୍ମପୁର, ୨/୪ : ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ ୨୦୨୬ ଗୋପାଳପୁର ବିଧାନସଭା ଅନ୍ତର୍ଗତ ଛଅ ଗୋଟି ମଣ୍ଡଳକୁ ନେଇ ସ୍ଥାନୀୟ ଅକ୍ସଫୋର୍ଡ଼ ପବ୍ଲିକ ସ୍କୁଲ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି ମଣ୍ଡଳ ପ୍ରଶିକ୍ଷଣ ମହାଅଭିଯାନ ଦୁଇ ଦିନ ଧରି ଅନୁଷ୍ଠିତ ହେବ । ଉଦଘାଟନୀ ସମାରୋହରେ ଭାରତୀୟ ଜନତା ପାର୍ଟିର ରାଜ୍ୟ ସାଧାରଣ ସମ୍ପାଦକ ସାରଦା ପ୍ରସାଦ ସତପଥୀ, ଓଡ଼ିଶା ସରକାରଙ୍କ ମାନ୍ୟବର ବାଣିଜ୍ୟ ଓ ପରିବହନ ଏବଂ ଖଣି ଓ ଇସ୍ପାତ ମନ୍ତ୍ରୀ ବିଭୂତି ଭୂଷଣ ଜେନା,ବିଜେପି ଗଞ୍ଜାମ ଜିଲ୍ଲା ସଭାପତି ସରୋଜ ସାବତ,ରାଷ୍ଟ୍ରୀୟ ପରିଷଦ ସଦସ୍ୟ କାହ୍ନୁ ଚରଣ ପତି,ଜିଲ୍ଲା ସାଧାରଣ ସମ୍ପାଦକ ଗୈାରୀ ଶଙ୍କର ସାମନ୍ତରା,ସିଦ୍ଧାନ୍ତ ଗଙ୍ଗଦେବ,ଗଙ୍ଗାଧର ଶତପଥୀ,ସୁରେଶ ପାଢ଼ୀ,ମହନ୍ତ ଚିନ୍ମୟାନନ୍ଦ ଦାସ,ରାଜ୍ୟ ଯୁବମୋର୍ଚ୍ଚା ଉପସଭାପତି ତୁତୁନ୍ ପାତ୍ର ପ୍ରମୁଖ ଯୋଗ ଦେଇ କାର୍ଯ୍ୟକର୍ତ୍ତା ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ ।

ଏହି ଦୁଇ ଦିନିଆ ମଣ୍ଡଳ ପ୍ରଶିକ୍ଷଣ ମହାଅଭିଯାନରେ କାର୍ଯ୍ୟକର୍ତ୍ତା ମାନଙ୍କୁ ବୈଚାରିକ ଅଧିଷ୍ଠାନ, ଭାରତୀୟ ଜନତା ପାର୍ଟିର ଇତିହାସ ଏବଂ ବିକାଶ, କାର୍ଯ୍ୟ ବିସ୍ତାର ପାଇଁ ଦୃଷ୍ଟିକୋଣ, ଦଳର କାର୍ଯ୍ୟ ପଦ୍ଧତି, କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ସଫଳତା ଏବଂ କାର୍ଯ୍ୟାନ୍ୱୟନ, ସାମାଜିକ ଗଣମାଧ୍ୟମ ଏବଂ ଏଆଇ, ନମୋ ଆପ୍, ସରଳ ଆପ୍, ବୁଥ ପରିଚାଳନା, ମନ୍ କି ବାତ୍ ବୈଠକ, ବୁଥ୍ ସ୍ତରୀୟ କାର୍ଯ୍ୟକ୍ରମ, ରାତ୍ରି ଅନୈାପଚାରିକ କାର୍ଯ୍ୟକ୍ରମ ଉପରେ ପ୍ରଶିକ୍ଷଣ ଦିଆଯାଇଥିଲା ।

ଆସନ୍ତା ୨୦୪୭ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକଶିତ ରାଷ୍ଟ୍ର ଭାବରେ ଭାରତକୁ ବିଶ୍ୱରେ ଏକ ନମ୍ବର ସ୍ଥାନରେ ପହଞ୍ଚାଇବା ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ଏବଂ ୨୦୩୬ ରେ ଓଡ଼ିଶା ରାଜ୍ୟର ପ୍ରତିଷ୍ଠାକୁ ୧୦୦ ବର୍ଷ ପୁର୍ତ୍ତି ଅବସରରେ ଓଡ଼ିଶା ରାଜ୍ୟକୁ ଦେଶର ଏକ ନଂ ରାଜ୍ୟ ଭାବେ ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯେଉଁ ସଂକଳ୍ପ ନେଇଛନ୍ତି ତାହା ଏହି କାର୍ଯ୍ୟକର୍ତ୍ତା ମାନେ ଏହି ପ୍ରଶିକ୍ଷଣ ଶିବିରରେ ପ୍ରଶିକ୍ଷତ ହୋଇ ଦେଶ ଏବଂ ରାଜ୍ୟର ବିକାଶରେ ସାମିଲ ହେବା ସହ ସେମାନଙ୍କର ଅବଦାନ ରହିବ ବୋଲି ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଥିଲେ । ଆସନ୍ତାକାଲି ସକାଳେ କାର୍ଯ୍ୟକର୍ତ୍ତା ମାନଙ୍କୁ ଯୋଗ ଶିକ୍ଷା ଦିଆଯିବ । ଏହି ପ୍ରଶିକ୍ଷଣ ବର୍ଗରେ ମଣ୍ଡଳ କାର୍ଯ୍ୟକାରିଣୀ, ଶକ୍ତି କେନ୍ଦ୍ର ପ୍ରମୁଖ, ବିଭିନ୍ନ ମୋର୍ଚ୍ଚାର ସଭାପତି ଏବଂ ସାଧାରଣ ସମ୍ପାଦକ ପ୍ରମୁଖ ପ୍ରଶିକ୍ଷଣ ନେଇଥିଲେ ।

ଅନ୍ୟ ମାନଙ୍କ ମଧ୍ୟରେ ପ୍ରଶିକ୍ଷକ ଭାବେ ଶିବ ଶଙ୍କର ସତପଥୀ,ରଜତ ପଣ୍ଡିତ,ଶିବ ଶଙ୍କର ନାୟକ,ରାଜେଶ ସାହୁ,ମଧୁମିତା ଠାକୁର,ଚଣ୍ଡୀ ଚରଣ ସାହୁ,ମମତା ରଣା,ପଞ୍ଚୁ ବେହେରା,ଏଲ୍ ମୋହନ ଦାସ,ସନତ ନାୟକ,ବି ସୋମନାଥ ପାତ୍ର, କୈଳାସ ମହାନ୍ତି,ଅଶ୍ୱିନୀ ସାହୁ,ବ୍ରଜମୋହନ ନାୟକ ପ୍ରମୁଖ କାର୍ଯ୍ୟକର୍ତ୍ତା ମାନଙ୍କୁ ପ୍ରଶିକ୍ଷଣ ଦେଇଥିଲେ । ପ୍ରଭାତ କିରଣ ଷଡ଼ଙ୍ଗୀ, ସୁନିଲ କୁମାର ସାହୁ, ବି ରବି ରାଓ ପ୍ରମୁଖ ପରିଚାଳନାରେ ସହଯୋଗ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech