ସଂସଦରେ ନାରୀ ଶକ୍ତି ପାଇଁ ବିଶେଷ ଅଧିବେଶନ ଏବଂ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ

ବ୍ରହ୍ମପୁର, ୧୨/୪ : ସଂସଦରେ ନାରୀ ଶକ୍ତି ପାଇଁ ବିଶେଷ ଅଧିବେଶନ ଏବଂ ‘ନାରୀ ଶକ୍ତି ବନ୍ଦନ ଅଧିନିୟମ’ ପ୍ରସଙ୍ଗରେ ଏକ ସାମ୍ବାଦିକ ସମ୍ମିଳନୀ ବ୍ରହ୍ମପୁର ରେଳ ଷ୍ଟେସନ ରୋଡ଼ ସ୍ଥିତ ସ୍ପେସାଲ୍ ସାର୍କିଟ୍ ହାଉସ୍ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାନନୀୟା ଆସ୍କା ସାଂସଦ ଶ୍ରୀମତୀ ଅନିତା ଶୁଭଦର୍ଶିନୀ ଯୋଗ ଦେଇ ଏହି ନାରୀ “ଶକ୍ତି ବନ୍ଦନ ଅଧିନିୟମ ” ପ୍ରସଙ୍ଗରେ ସାମ୍ବାଦିକ ସମ୍ମିଳନୀ କରିଥିଲେ ।
ଚଳିତ ମାସ ୧୬ରୁ ୧୮ ସଂସଦର ନାରୀଶକ୍ତି ପାଇଁ ବିଶେଷ ଅଧିବେଶନ

ତିନିଦିନ ୨୫ ବର୍ଷର ଅମୃତକାଳର ଅମୃତବେଳା

୩୩ ପ୍ରତିଶତ ସଂରକ୍ଷଣ ନୁହେଁ ବରଂ ବିକଶିତ ଭାରତର ଆଧାରଶୀଳ

କେବଳ ପ୍ରତିନିଧ୍ ସଂଖ୍ୟା ବୃଦ୍ଧି ନୁହେଁ ବରଂ ନୀତି ନିର୍ମାଣକୁ ଅଧୁକ ସମାବେଶୀ, ସମ୍ବେଦନଶୀଳ ଏବଂ ପ୍ରଭାବଶୀଳ କରିବ

“ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ବାବଲମ୍ବନ ଓ ସମ୍ମାନଜନକ ନେତୃତ୍ବ” – ୭ ‘ସ’ ହେଉଛି ନାରୀ ଅଧିକାର ପାଇଁ ମୂଳ ଆଧାର

➤ ମହିଳା,ନୀତିର ହିତାଧୁକାରୀ ନୁହେଁ ବରଂ ନୀତି ନିର୍ମାତା ହେବେ

୨୦୧୪ରୁ ମୋଦିଜୀ ମହିଳା କେନ୍ଦ୍ରିକ ଯୋଜନାର ମହାନାୟକ

ଘରେ ଘରେ ଶୌଚାଳୟ, ଜନଧନରେ ବ୍ୟାଙ୍କ ଖାତା, ଉଜ୍ଜ୍ବଳାରେ ସିଲିଣ୍ଡର, ମହିଳା ମାଲିକାନାରେ ପକ୍କା ଘର, ସ୍ଵୟଂ ସହାୟକ ଗୋଷ୍ଠୀରୁ ଲକ୍ଷପତି ଦିଦି ଏସବୁ ଥିଲା ମୋଦିଜୀଙ୍କ ପୂର୍ବ ପ୍ରସ୍ତୁତି

ମୋଦିଜୀଙ୍କ ମାର୍ଗ ଦର୍ଶନରେ ଓଡ଼ିଶାର ସୁଭଦ୍ରା ଯୋଜନା ଇତିହାସ ରଚିଛି

୯୬୬୭୧୭୩୩୩୩ ନମ୍ବରରେ ମିସ୍ କଲ୍ ଦେଇ ବିପୁଳ ସଂଖ୍ୟାରେ ସମର୍ଥନ ଅଭିଯାନରେ ସାମିଲ ହେବାକୁ ଆହ୍ଵାନ

ଐତିହାସିକ ମୁହୂର୍ତକୁ ସାରା ରାଜ୍ୟରେ ଉତ୍ସବ ରୂପେ ପାଳନ ପାଇଁ ଆହ୍ୱାନ

ଚଳିତ ବର୍ଷ ଏପ୍ରିଲ ୧୬ ରୁ ୧୮ ତାରିଖ ଦେଶର ୨୫ ବର୍ଷର ଅମୃତକାଳର ସବୁଠାରୁ ଗୁରୁତ୍ବପୂର୍ଣ ଅମୃତ ବେଳା ହେବାକୁ ଯାଉଛି । ସଂସଦରେ ତ୍ରିଦିବସୀୟ ମାତୃଶକ୍ତି ବନ୍ଦନ ଅଧୂନିୟମ ଉପରେ ବିଷଦ ଚର୍ଚ୍ଚା କେବଳ ଦେଶର ନାରୀଶକ୍ତିକୁ ୨୦୨୯ ମସିହାରେ ସଂସଦ ଓ ବିଧାନସଭାରେ ଏକ ତୃତୀୟାଂଶ ସଂରକ୍ଷଣ ଦେବନାହିଁ ବରଂ ୨୦୪୭ ମସିହାରେ ବିକଶିତ ଭାରତର ସ୍ଵପ୍ନକୁ ସଫଳ ରୂପାୟନ କରିବାର ଆଧାରଶୀଳା ହେବ । ଏହା ମହିଳାଙ୍କ ନେତୃତ୍ୱରେ ଅର୍ଥନୈତିକ ବିକାଶର ରାସ୍ତା ଖୋଲିବ ।

“ ସମ୍ମାନ, ସୁରକ୍ଷା, ସମାନତା, ସହଭାଗିତା, ସଶକ୍ତିକରଣ, ସ୍ଵାବଲମ୍ବନ ଓ ସମ୍ମାନଜନକ ନେତୃତ୍ବ” – ୭ ‘ସ’ ହେଉଛି ନାରୀ ଅଧିକାର ପାଇଁ ମୂଳ ଆଧାର । ମହିଳାଙ୍କୁ ସ୍ଥାନ ସଂରକ୍ଷଣ ନୁହେଁ ବରଂ ବିଶ୍ଵର ସବୁଠୁ ବଡ଼ ଗଣତନ୍ତ୍ରର ଦୀର୍ଘଦିନର ବହୁ ପ୍ରତିକ୍ଷିତ ଶୁଭ ମୁହୁର୍ତର ଅୟମାରମ୍ଭ ସହ ଏପ୍ରିଲ ୧୬ରୁ ୧୮ ଭିତରେ ମୋଦୀଜିଙ୍କ ନେତୃତ୍ୱରେ ଦୃଢ଼ ନିର୍ଣ୍ଣୟ ନେବାର ଶକ୍ତିକୁ ସାର ବିଶ୍ୱ ଦେଖୁବ ।

୨୦୨୩ ମସିହାରେ ୧୨୮ତମ ସମ୍ବିଧାନ ସଂଶୋଧନ ଭାରତ ଇତିହାସର ଏକ ଯୁଗାନ୍ତକାରୀ ପଦକ୍ଷେପ ଭାବରେ ଆମ ଇତିହାସରେ ସ୍ଵର୍ଣ୍ଣାକ୍ଷରରେ ଲିପିବଦ୍ଧ। ଲୋକ ସଭା ଏବଂ ରାଜ୍ୟ ବିଧାନସଭାଗୁଡିକରେ ମହିଳାମାନଙ୍କ ପାଇଁ ଏକ ତୃତୀୟାଂଶ ସଂରକ୍ଷଣ କେବଳ ମହିଳା ପ୍ରତିନିଧୂ ବୃଦ୍ଧିରେ ସୀମିତ ନୁହେଁ ବରଂ ନୀତି ନିର୍ମାଣକୁ ଅଧୂକ ସମାବେଶୀ, ସମ୍ବେଦନଶୀଳ ଏବଂପ୍ରଭାବଶାଳୀ କରିବା ଦିଗରେ ଏକ ଦୃଢ଼ ପ୍ରୟାସ ।

୩୩ ପ୍ରତିଶତ ମହିଳା ସଂରକ୍ଷଣର କ୍ରିୟାନ୍ବୟନ ନିର୍ଣ୍ଣୟ ପ୍ରକ୍ରିୟାରୁ ଦୂରରେ ଥିବା ଜନସଂଖ୍ୟାର ୫୦ ପ୍ରତିଶତ ମହିଳାଙ୍କୁ ନୀତି ରହିତାଧୂକାରୀରୁ ନୀତିର ନିର୍ମାତା ହେବାର ପଥ ପ୍ରଶସ୍ତ କରିବ ।

ମୋଦୀଜୀଙ୍କ ସଫଳ ନେତୃତ୍ୱରେ ୨୦୨୩ ମସିହାରେ ସମ୍ବିଧାନର ୧୨୮ତମ ସଂଶୋଧନରେ ମାତୃଶକ୍ତି ବନ୍ଦନା ହେଉ ଅଥବା ୨୦୨୬ ଏପ୍ରିଲ ୧୬ ରୁ ୧୮ ସଂସଦର ପ୍ରସ୍ତାବିତ ବିଶେଷ ଅଧୂବେଶନତତ୍କାଳିକ ନିଷ୍ପତି ନୁହେଁ । ୨୦୧୪ ମସିହାରେ ଦେଶର ପ୍ରଧାନମନ୍ତ୍ରୀତ ସମ୍ଭାଳିବା ଦିନରୁ ହିଁ ମହିଳାଙ୍କ ସାମାଜିକ ଓ ଆର୍ଥିକ ଦୃଷ୍ଟିରୁ ସଶକ୍ତ କରିବାର ବଡ଼ ଉଦ୍ୟମ ମୋଦିଜୀ କରିଛନ୍ତି । ମୋଦୀଜୀଙ୍କ ରାଷ୍ଟ୍ର କୋଣାର୍କର ମୁଣ୍ଡି ମାରିବାର ଦିନ କେବଳ ଏପ୍ରିଲ ୧୬ ରୁ ୧୮ ।

ଲାଲକିଲ୍ଲାର ପ୍ରାଚୀର ଉପରୁ ଦେଶର ପ୍ରଧାନମନ୍ତ୍ରୀ ମୋଦୀଜୀଙ୍କ ସ୍ଵଚ୍ଛଭାରତ ମାଧ୍ୟମରେ ଘରେଘରେ ଶୌଚାଳୟ ମାଧ୍ୟମରେ ମହିଳା ସମ୍ମାନର ଯେଉଁ ମୂଳଦୁଆ ପକାଇଥିଲେ ତାହା ଆଜିର ଦିନରେ ମାତୃଶକ୍ତି ବନ୍ଦନ ଅଧିନିୟମରେ ସଂସଦ ଓ ବିଧାନସଭାରେ ୩୩ ପ୍ରତିଶତ ସଂରକ୍ଷଣ ମାଧ୍ଯମରେ ମୁଣ୍ଡିମରା ହେବ।

ପ୍ରଧାନମନ୍ତ୍ରୀ ଉଜ୍ଜ୍ବଳା ଯୋଜନା, ମହିଳାଙ୍କ ମାଲିକାନାରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ଜଳ ଜୀବନ ମିଶନରେ ଘରେ ଘରେ ପାଇପ ଯୋଗେ ପାନୀୟଜଳ, ଜନଧନ ଯୋଜନାରେ ବ୍ୟାଙ୍କଖାତା, ସ୍ୱୟଂସହାୟକ ଗୋଷ୍ଠୀରୁ ଲକ୍ଷପତି ଦିଦି, ପ୍ରଧାନମନ୍ତ୍ରୀ ମୁଦ୍ରା ଯୋଜନା, ମହିଳା ସ୍ଵାଭିମାନ ଓ ସଶକ୍ତିକରଣର ସୁଦୃଢ ମୂଳଦୁଆ ଉପରେ ମାତୃ ଶକ୍ତିବନ୍ଦନ ଅଧିନିୟମର ୩୩ ପ୍ରତିଶତ ମହିଳା ସ୍ଥାନ ସଂରକ୍ଷଣର ସୁଦୃଶ୍ୟ ଅଟାଳିକା ଠିଆହେବାକୁ ଯାଉଛି । ଏହି କ୍ରମରେ ମୋଦୀଙ୍କ ମାର୍ଗଦର୍ଶନରେ ସୁଭଦ୍ରା ଯୋଜନା ମହିଳା ସଶକ୍ତିକରଣର ପଥପ୍ରଦର୍ଶକ ହୋଇଛି।

ମହିଳା ମୋଦୀଜିଙ୍କ ଶାସନର ପ୍ରାଣକେନ୍ଦ୍ର। ଗର୍ଭବତୀ ମହିଳାଙ୍କ ପାଇଁ ମାତୃ ବନ୍ଦନା ହେଉ ବା ପିଏମ ପୋଷଣ, ସୁରକ୍ଷିତ ମାତୃତ୍ଵ ଅଭିଯାନ, ସକ୍ଷମ ଅଙ୍ଗନବାଡ଼ି, ମିଶନ ଇନ୍ଦ୍ରଧନୁଷ, ବେଟି ବଚାଓ ବେଟି ପଢ଼ାଓ, ସୁକନ୍ୟା ସମୃଦ୍ଧି ଆଦି ଯଶସ୍ୱୀ ପ୍ରଧାନମନ୍ତ୍ରୀଙ୍କର ନାରୀଶକ୍ତି ପାଇଁ ଅଖଣ୍ଡ ନିଷ୍ଠାର ପରିଚାୟକ।

ସଂସଦରେ ଚଳିତମାସ ୧୬ ରୁ ୧୮ ଐତିହାସିକ ଆଲୋଚନା ଏବଂ ଏହାର ପୂର୍ବଦିନଗୁଡ଼ିକରେ ଓଡ଼ିଶାର ମାତୃଶକ୍ତି ଏହି ଐତିହାସିକ ଦିନଗୁଡ଼ିକ ଉତ୍ସବ ରୂପରେ ପାଳନ କରିବାକୁ ଆହ୍ଵାନ । ଘରେ ବସି ୯୬୬୭୧୭୩୩୩୩ ନମ୍ବରରେ ମିସ୍ କଲ ମାଧ୍ୟମରେ ଏହି ଅଧିନିୟମକୁ ସମର୍ଥନ ରାଲି, ଶୋଭାଯାତ୍ରା ଓ ସଭା ମାଧ୍ଯମରେ ନାରୀଶକ୍ତିର ବିଜୟର ଏହି ମହାନ ଦିନଗୁଡ଼ିକୁ ଆହୁରି ସ୍ମରଣୀୟ କରିବାକୁ ଆହ୍ବାନ ଜଣାଇଛନ୍ତି । ରାଜ୍ୟର ମାତୃଶକ୍ତି ସମାଜିକ ଗଣମାଧ୍ୟମରେ ନିଜ ସମର୍ଥନ ଜାହିର କରି ନିଜେ ମହିଳା ହେବାର ଗର୍ବକୁ ଆହୁରି ସଗର୍ବେ ପରିପ୍ରକାଶ କରିବାକୁ ଆହ୍ୱାନ ।

ଏହି “ସାମ୍ବାଦିକ ସମ୍ମିଳନୀରେ” ଅନ୍ୟ ମାନଙ୍କ ମଧ୍ୟରେ ବିଜେପିର ବରିଷ୍ଠ ନେତ୍ରୀ ସବିତା ସୁଆର, ଜିଲ୍ଲା ଉପସଭାନେତ୍ରୀ ରତ୍ନଗର୍ଭା ସରସ୍ୱତୀ ଦେବୀ, ଜିଲ୍ଲା ସମ୍ପାଦିକା ତଥା କର୍ପୋରେଟର ସବିତା ସାହୁ, କର୍ପୋରେଟର ବନିତା ସାହୁ, ସ୍ମିତାଲି ସ୍ମୃତି ସ୍ନିଗ୍ଧା ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ । ଏହି ସାମ୍ବାଦିକ ସମ୍ମିଳନୀକୁ ବିଜେପିର ବରିଷ୍ଠ ନେତା ତଥା ବ୍ରହ୍ମପୁର ମିଡ଼ିଆ ଜୋନ୍ ସଂଯୋଜକ ସୁନିଲ କୁମାର ସାହୁ ପରିଚାଳନାରେ ସହଯୋଗ କରିଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech