କେବଳ ପୁରାତନ ଛାତ୍ର ଭାବରେ ନୁହେଁ, ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଆଜି ମୁଁ ମୋ ସ୍କୁଲ ପାଇଁ ଗର୍ବିତ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କେବଳ ଜଣେ ପୁରାତନ ଛାତ୍ର ଭାବରେ ନୁହେଁ ବରଂ ଏ ରାଜ୍ୟର ମୁଖ୍ୟମନ୍ତ୍ରୀ ଭାବରେ ଆଜି ମୁଁ ମୋ ସ୍କୁଲ ପାଇଁ ଗର୍ବିତ। ଏହା ଥିଲା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କର ଝୁମ୍ପୁରା ଉଚ୍ଚ ବିଦ୍ୟାଳୟ ହୀରକ ଜୟନ୍ତୀ ଉତ୍ସବରେ ଅଭିଭାଷଣ। ଅଭିଭାଷଣ ସମୟରେ କେତେବେଳେ ସେ ହୋଇଯାଉଥିଲେ ଭାବିବିହ୍ଵଳ, ତ କେତେବେଳେ ସେ ଖୁସିରେ ଗଦଗଦ ହୋଇ ଯାଉଥାଆନ୍ତି।

ଝୁମ୍ପୁରା ମାଟି ଆଜି ମୁଖ୍ୟମନ୍ତ୍ରୀଙ୍କୁ ପାଇ ଆନନ୍ଦିତ ଥିବାବେଳେ ଝୁମ୍ପୁରା ହାଇସ୍କୁଲ ଉଲ୍ଲସିତ ହୋଇ ଉଠିଥିଲା ପାଖରେ ନିଜ ପୁରାତନ ଛାତ୍ର ତଥା ଓଡିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ପାଇ। ନିଜ ଗୁରୁ ମାନଙ୍କୁ ପାଖରେ ଦେଖି ମୁଖ୍ୟମନ୍ତ୍ରୀ ପାଦଛୁଇଁ ପ୍ରଣାମ କରିବା ସହିତ, ସମସ୍ତ ଶିକ୍ଷକଙ୍କୁ ସମ୍ମାନିତ କରିଥିଲେ ଏବଂ ସହପାଠୀ ମାନଙ୍କୁ ସମ୍ମାନିତ କରିଥିଲେ। ଶିକ୍ଷକ ମାନେ ମଧ୍ୟ ନିଜ ଆଦରର ଛାତ୍ର ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ନେହରେ କୋଳାଗ୍ରତ କରୁଥାନ୍ତି।

ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଝୁମ୍ପୁରା ଉଚ୍ଚ ବିଦ୍ୟାଳୟ ପାଇଁ ୨୦ କୋଟି ଟଙ୍କାର ଅର୍ଥରାଶି ଘୋଷଣା କରିଛନ୍ତି। ଏହି ଅର୍ଥ ବିଦ୍ୟାଳୟର ବହୁବିଧ ଉନ୍ନତିକରଣରେ ଖର୍ଚ୍ଚ ହେବ। ୫୦୦ ସିଟର ଅଡିଟୋରିଅମ, ବହୁ ମହଲା ବିଶିଷ୍ଟ ବିଲଡିଂ, ଇଣ୍ଡୋର ଗେମ୍ ଫାସିଲିଟି, ସ୍କୁଲ ପାଚେରୀ, ସାଇକେଲ ଷ୍ଟାଣ୍ଡ ସମେତ ବିଭିନ୍ନ ଆବଶ୍ୟକୀୟ ସୁବିଧା ସମସ୍ତ ନିର୍ମାଣ ପାଇଁ ଏହି ଅର୍ଥ ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଏବଂ ଆଉ ଅଧିକ ଅର୍ଥର ଆବଶ୍ୟକତା ହେଲେ ମଧ୍ୟ ବିଦ୍ୟାଳୟ ପାଇଁ ମୁଖ୍ୟମନ୍ତ୍ରୀ ଅର୍ଥ ପ୍ରଦାନ କରିବେ ବୋଲି କହିଛନ୍ତି। ମୁଖ୍ୟମନ୍ତ୍ରୀ ଏହା ମଧ୍ଯ କହିଛନ୍ତି ଯେ ଖୁବ ଶୀଘ୍ର କାନୁପୁର ବନ୍ଧ ଦେଇ ଝୁମ୍ପୁରାର ସମସ୍ତ ଚାଷ ଜମି ପାଇବେ ଜଳ। ରାଇକଳା ପଂଚାୟତକୁ ଲିଫ୍ଟ ଇରିଗେସନ ମାଧ୍ୟମରେ ଯିବ ପାଣି। ଖାଲି ଝୁମ୍ପୁରା ଲୋକେ ଇଚ୍ଛା କଲେ ଝୁମ୍ପୁରା ବହୁ ବିକଶିତ ହେବ।

ଓଡ଼ିଶାର ଶ୍ରେଷ୍ଠ ବିଦ୍ୟାଳୟ ମାନଙ୍କ ମଧ୍ୟରେ ଆମ ଝୁମ୍ପୁରା ହାଇସ୍କୁଲ ମଧ୍ୟ ସ୍ଥାନ ପାଇବ। କେବଳ ଶିକ୍ଷା କ୍ଷେତ୍ରରେ ନୁହେଁ ସମସ୍ତ ଆନୁସଙ୍ଗିକ କ୍ଷେତ୍ରରେ ଆମ ସ୍କୁଲ ହେବ ନମ୍ବର ୱାନ। ରାଜ୍ୟ ସରକାର ଏବଂ କେନ୍ଦ୍ର ସରକାର ସବୁଠୁ ଅଧିକ ପ୍ରାଧାନ୍ୟ ଶିକ୍ଷା କ୍ଷେତ୍ରକୁ ଦେଇଛନ୍ତି। ତେଣୁ ୟହୀ ସମୟ ହେ ସହି ସମୟ ହେ, ଓଡିଶାକୁ ଶିକ୍ଷା ସମୃଦ୍ଧ ଏବଂ କେନ୍ଦୁଝରକୁ ସମୃଦ୍ଧ କେନ୍ଦୁଝର କରିବାର ସମୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଛାତ୍ରଛାତ୍ରୀମାନେ ଅଧିକ ନମ୍ବର ରଖିବା ପାଇଁ rat race କରିବା ଆବଶ୍ୟକ ନାହିଁ। କେବଳ ଅଧିକ ନମ୍ବର ରଖିଲେ ଯେ ଜୀବନରେ ସଫଳତା ମିଳିବ ତାହା ନୁହେଁ, ବରଂ ସଫଳ ହେବା ପାଇଁ ଜ୍ଞାନ ଆହରଣ କରିବା ଆବଶ୍ୟକ। ଯାହାକୁ ଛାତ୍ରଛାତ୍ରୀମାନେ ଅଧକ ଗୁରୁତ୍ବ ଦେବା ଆବଶ୍ୟକ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ନିଜ ଅଭିଭାଷଣରେ ମୁଖ୍ୟମନ୍ତ୍ରୀ ନିଜ ଛାତ୍ର ଜୀବନରେ ଝୁମ୍ପୁରା ହାଇସ୍କୁଲରେ ବିତାଇଥିବା ସମୟ ବିଷୟରେ କହିଥିଲେ ଏବଂ ସେ ନିଜ ସମସ୍ତ ଗୁରୁଙ୍କ ନିକଟରେ ଋଣୀ ବୋଲି ମତବ୍ୟକ୍ତ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ସ୍ଵାଧୀନ ଭାରତର ପ୍ରଥମ ଜନଗଣନା ୧୯୫୧ ଅନୁଯାୟୀ ଭାରତର ସାକ୍ଷରତା ହାର ଥିଲା ୧୮.୩୩% ଓ ଓଡିଶା ପ୍ରଦେଶର ସାକ୍ଷରତା ହାର ଥିଲା ୧୫.୮୦% । କିନ୍ତୁ, ଆଦିବାସୀ ଓ ଦଳିତଙ୍କ ମଧ୍ୟରେ ଏହି ସାକ୍ଷରତା ହାର ଏକକ ସଂଖ୍ୟା ମଧ୍ୟରେ ସିମିତ ଥିଲା। ଏହି ସମୟରେ ଶିକ୍ଷାର ପ୍ରସାର ଅବଶ୍ୟକତାକୁ ଅନୁଭବ କରି ଏହି ବିଦ୍ୟାଳୟ ପ୍ରତିଷ୍ଠା ହୋଇଥିଲା। ଯାହା ଆଜି ଶିକ୍ଷାର ଆଲୋକ ବାଣ୍ଟି ଚାଲିଛି। ସେ କହିଥିଲେ, ଜୀବନରେ ଶିକ୍ଷା ହିଁ ହେଉଛି ସବୁକିଛି। ଆଜି କାଲି ଆମେ ଯେଉଁ ସମୟରେ ବଞ୍ଚିଛୁ, ବିନା ପାଠରେ ଜୀବନ ଧାରଣ କରିବା ସମ୍ଭବ ନୁହେଁ। ସରକାରଙ୍କ ଯୋଜନା ପାଇବା ଠାରୁ ଆରମ୍ଭ କରି ଟ୍ରେନ ଟିକଟ ବୁକିଙ୍ଗ କରିବା ପାଇଁ ଆଜି ସବୁ ଅନଲାଇନରେ ହେଉଛି। ଆଉ ଏଥିପାଇଁ ପାଠ ପଢିବା ଅତ୍ୟନ୍ତ ଆବଶ୍ୟକ। ମୁଁ ନିଜେ ମଧ୍ୟ ଅନେକ ଝଡଝଞ୍ଜା ଦେଇ ପାଠ ପଢିଥିବାରୁ ଯେତେବେଳେ ମୁଖ୍ୟମନ୍ତ୍ରୀ ଭାବେ ଜନତାଙ୍କ ସେବା କରିବା ସୁଯୋଗ ମିଳିଲା, ମୁଁ ପ୍ରଥମେ ଗୁରୁତ୍ଵ ଦେଇଥିଲି ଶିକ୍ଷା, ବିଶେଷ ଭାବେ ପ୍ରାଥମିକ ଶିକ୍ଷାକୁ ସୁଦୃଢ କରିବା ପାଇଁ। ତେଣୁ ହୋଇଥିଲା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ପରିକଳ୍ପନା ହୋଇଥିଲା। ପ୍ରତି ପଞ୍ଚାୟତରେ ଅତ୍ୟାଧୁନିକ ଭିତ୍ତିଭୂମି ସହ ଶିକ୍ଷାଦାନ ଏହି ଯୋଜନାର ମୂଳମନ୍ତ୍ର ରଖାଯାଇଛି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ପ୍ରଥମ ପର୍ଯ୍ୟାୟରେ ୨ ହଜାର ୨୦୦ ଗୋଟି ସ୍କୁଲ ନିର୍ମାଣ କରାଯିବ ଏବଂ କିଛି ଦିନ ତଳେ ୨୦୦ ଟି ସ୍କୁଲର ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। କେବଳ ଭିତ୍ତିଭୂମି ନୁହେଁ, ରାଜ୍ୟରେ ଶିକ୍ଷାର ମାନଦଣ୍ଡ ବୃଦ୍ଧି ପାଇଁ ଏହି ଦୁଇ ବର୍ଷ ଭିତରେ ୨୦ ହଜାରରୁ ଉର୍ଦ୍ଧ୍ବ ଶିକ୍ଷକଙ୍କୁ ଆମ ସରକାର ନିଯୁକ୍ତି ଦେଇଛନ୍ତି। କେବଳ ନିଯୁକ୍ତି ଦେଇ ନାହୁଁ, ପ୍ରାୟ ୧୩ ହଜାର ଚୁକ୍ତିଭିତ୍ତିକ କନିଷ୍ଠ ଶିକ୍ଷକଙ୍କ ନିଯୁକ୍ତିକୁ `ନିୟମିତ କରିଛୁ। ଆଗକୁ ପ୍ରାଥମିକ ସ୍ତରରେ ଆହୁରି ୪୫ ହଜାର ଶିକ୍ଷକ ନିଯୁକ୍ତି ପାଇଁ ଆମର ଉଦ୍ୟମ ଆରମ୍ଭ ହୋଇଛି । ଏଥି ସହିତ ରାଜ୍ୟରେ ପିଏମ୍ ଶ୍ରୀ ଯୋଜନାରେ ମଧ୍ୟ ରାଜ୍ୟର ୮୦୦ ସ୍କୁଲକୁ ଉତ୍କର୍ଷ କେନ୍ଦ୍ରରେ ପରିଣତ କରାଯିବ। ସେହିପରି ଜାତୀୟ ଶିକ୍ଷାନୀତି ଆଧାରରେ ଓଡ଼ିଶାରେ ମଧ୍ୟ ନିପୂଣ ଓଡ଼ିଶା ମିଶନ ଆରମ୍ଭ କରାଯାଇଛି। ଏଥିରେ ଛାତ୍ରଛାତ୍ରୀ ମାନଙ୍କ ମୌଳିକ ସାକ୍ଷରତା ଓ ସଂଖ୍ୟା ଜ୍ଞାନ ବୃଦ୍ଧି ପାଇଁ ବ୍ୟବସ୍ଥା କରାଯାଇଛି। ମାତୃଭାଷା ଭିତ୍ତିକ ଶିକ୍ଷଣ ଜରିଆରେ ଶିଶୁଙ୍କ ସାମଗ୍ରିକ ବିକାଶ ପାଇଁ ଉଦ୍ୟମ କରାଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ସେ କହିଥିଲେ, ରାଜ୍ୟରେ ଶିଳ୍ପାୟନର ପ୍ରକ୍ରିୟା ଜୋରସୋର୍‌ରେ ଜାରି ରହିଛି। ପ୍ରାୟ ୩ ଲକ୍ଷ କୋଟି ଟଙ୍କାର ଶିଳ୍ପ ପ୍ରତିଷ୍ଠା ହୋଇସାରିଲାଣି। ୨ ଲକ୍ଷରୁ ଅଧିକ ନିଯୁକ୍ତି ସୃଷ୍ଟି ହୋଇସାରିଛି। ଆଗାମୀ ଦିନରେ ଏ ପ୍ରକ୍ରିୟା ଆହୁରି ବଢିବ। ଆଗାମୀ ଦିନରେ ଆମେ ଯେତେବେଳେ ସମୃଦ୍ଧ ଓଡିଶା ଓ ବିକଶିତ ଭାରତ ଗଢିବା, ସେଥିରେ ଛାତ୍ରଛାତ୍ରୀମାନେ ହେବେ ଅବିଚ୍ଛେଦ୍ୟ ଅଙ୍ଗ। ତେଣୁ, ତୁମେମାନେ ନିଜ ନିଜ କ୍ଷେତ୍ରରେ ଦକ୍ଷ ହୋଇ ନିଜେ ଆତ୍ମନିର୍ଭର ହେବା ସହିତ, ଦେଶ ଓ ରାଜ୍ୟକୁ ଆତ୍ମନିର୍ଭର ହେବାରେ ଯୋଗଦାନ ରଖିବ ବୋଲି ସେ ମତବ୍ୟକ୍ତ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ବିଦ୍ୟାଳୟର ପୁରାତନ ଶିକ୍ଷକ, ସଫଳ ପୁରାତନ ଛାତ୍ର ଓ ବର୍ତ୍ତମାନର ସଫଳ ଛାତ୍ର ଛାତ୍ରୀଙ୍କୁ ପୁରସ୍କୃତ କରିଥିଲେ। କାର୍ଯ୍ୟକ୍ରମରେ ଯୋଜନା ବୋର୍ଡ ର ଅଧ୍ୟକ୍ଷ ଡଃ ଫକୀର ମୋହନ ନାଏକ, ସ୍ୱତନ୍ତ୍ର ଉର୍ଣ୍ଣୟନ କମିଟି ର ଅଧକ୍ଷା ମମିତା ନାଏକ, କେନ୍ଦୁଝର ଗଡ଼ ପୌରପାଳିକା ର ଅଧକ୍ଷା ନିକୁ ସାହୁ, ହୀରକ ଜୟନ୍ତୀ ସମାରୋହ ର ଅଧକ୍ଷ ଦେବବ୍ରତ ବେହେରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ସୁରେଶ ଚନ୍ଦ୍ର ମହାନ୍ତହୀରକ ଜୟନ୍ତୀ ର ସଭାପତି ଶ୍ରୀକାନ୍ତ ନାଏକ ଓ ମୁଖ୍ୟ ବକ୍ତା ଚିତ୍ତରଞ୍ଜନ ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech