ପୁରୀଠାରେ ବାଚସ୍ପତି କମିଟି ସମ୍ମିଳନୀ ଅନୁଷ୍ଠିତ

ଭୁବନେଶ୍ୱର: ଭାରତୀୟ ସମ୍ବିଧାନର ଦଶମ ଅନୁସୂଚୀ ଅନୁଯାୟୀ ବିଧାନସଭା ଅଧ୍ୟକ୍ଷଙ୍କ କ୍ଷମତା ଓ ଦାୟିତ୍ୱର ସମୀକ୍ଷା ପାଇଁ ପୁରୀଠାରେ “ବାଚସ୍ପତି କମିଟି ସମ୍ମିଳନୀ” ଅନୁଷ୍ଠିତ ହୋଇଯାଇଛି । ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଶ୍ରୀ ରାହୁଲ ସୁରେଶ ନରୱେକରଙ୍କ ଅଧ୍ୟକ୍ଷତାରେ ଏବଂ ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ଆୟୋଜିତ ଏହି ବୈଠକରେ କର୍ଣ୍ଣାଟକର ବାଚସ୍ପତି ଶ୍ରୀ ୟୁ.ଟି. ଖାଦିର ଫରିଦ୍‌, ନାଗାଲାଣ୍ଡର ବାଚସ୍ପତି ଶ୍ରୀ ସାରିଙ୍ଗେନ୍‌ ଲଙ୍ଗକୁମେର ଯୋଗ ଦେଇଥିଲେ । ଏହି ଅବସରରେ ଅଧ୍ୟକ୍ଷତା କରି ବାଚସ୍ପତି ଶ୍ରୀ ନରୱେକର ସମ୍ମିଳନୀର ଆଭିମୁଖ୍ୟ ସମ୍ପର୍କରେ ବିଷଦ ଭାବେ ବ୍ୟାଖ୍ୟା କରିବା ସହ ଏହାର ପ୍ରଭାବ ଓ ଭବିଷ୍ୟତର ରୂପରେଖ ସମ୍ପର୍କରେ ଆଲୋଚନା କରିଥିଲେ ।ଏହି ଅବସରରେ ନିଜର ମତ ଉପସ୍ଥାପନ କରି ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ କହିଲେ ଯେ ସମ୍ବିଧାନ ବିଶେଷଜ୍ଞ ତଥା ଆଇନର ବିଷାରଦମାନଙ୍କୁ ନେଇ କମିଟି ଗଠନ କରାଯାଇ ଏସବୁ ଆହ୍ୱାନର ମୁକାବିଲା ଦିଗରେ ସୁଚିନ୍ତିତ ପରାମର୍ଶ ଓ ପଦକ୍ଷେପ ଗ୍ରହଣ କରିବା ଦିଗରେ କାର୍ଯ୍ୟ କରିବା ଉଚିତ ଓ ଆଗାମୀ ଦିନରେ ଏହାକୁ କିପରି ଗଣତାନ୍ତ୍ରିକ ପରମ୍ପରାରେ ସୁରକ୍ଷିତ ରଖାଯାଇ ପାରିବ ଏ ଦିଗରେ ଯତ୍ନବାନ ହେବା ଆବଶ୍ୟକ ।ଏହି କାର୍ଯ୍ୟକ୍ରମରେ ସମ୍ବିଧାନ ବିଶେଷଜ୍ଞ ତଥା ମହାରାଷ୍ଟ୍ରର ପୂର୍ବତନ ମହାଧିବକ୍ତା ଶ୍ରୀହରି ଜୀ ଆନେ ଏବଂ ଓଡ଼ିଶାର ମହାଧିବକ୍ତା ଶ୍ରୀ ପୀତାମ୍ବର ଆଚାର୍ଯ୍ୟ ସମ୍ବିଧାନର ୧୦ମ ଅନୁସୂଚୀ ଅନୁଯାୟୀ ଦଳବଦଳ ନିୟମକୁ କିପରି କଠୋର ଭାବରେ ଲାଗୁ କରାଯାଇ ପାରିବ ଏବଂ ଏହାର ଭବିଷ୍ୟତର ରୂପରେଖ କିଭଳି ଭାବରେ ଜନସାଧାରଣଙ୍କର ଆସ୍ଥା ଓ ଜନପ୍ରତିନିଧିମାନଙ୍କର ଭୂମିକାକୁ ନିଶ୍ଚିତ କରିବ ସେ ସମ୍ପର୍କରେ ଆଇନଗତ ତର୍ଜମା କରିଥିଲେ । ଏହି ସମ୍ମିଳନୀରେ ବିଭିନ୍ନ ବିଧାନସଭାର ସଚିବଙ୍କ ସହ ଲୋକସଭା ସଚିବାଳୟର ନିର୍ଦ୍ଦେଶକ ଅଜୟ ସୁଦ୍, ନିର୍ଦ୍ଦେଶକ(କନଫରେନ୍ସ ଓ ପ୍ରୋଟୋକଲ ଶାଖା) ୟୁମନାମ୍ ଅରୁଣ କୁମାର ଯୋଗ ଦେଇଥିବା ବେଳେ ଓଡ଼ିଶା ବିଧାନସଭାର ସଚିବ ଶ୍ରୀ ସତ୍ୟବ୍ରତ ରାଉତ ସ୍ଵାଗତ ସୂଚନା ପ୍ରଦାନ କରିଥିଲେ ।ଗଣମାଧ୍ୟମର ପ୍ରତିନିଧିମାନଙ୍କୁ ସମ୍ବୋଧିତ କରି କମିଟିର ଅଧ୍ୟକ୍ଷ ତଥା ମହାରାଷ୍ଟ୍ର ବିଧାନସଭାର ବାଚସ୍ପତି ଶ୍ରୀ ରାହୁଲ ସୁରେଶ ନରୱେକର, ଓଡ଼ିଶାର ବାଚସ୍ପତି ଶ୍ରୀମତୀ ସୁରମା ପାଢୀ, କର୍ଣ୍ଣାଟକର ବାଚସ୍ପତି ଶ୍ରୀ ୟୁ.ଟି. ଖାଦିର ଫରିଦ୍‌, ନାଗାଲାଣ୍ଡର ବାଚସ୍ପତି ଶ୍ରୀ ସାରିଙ୍ଗେନ୍‌ ଲଙ୍ଗକୁମେର୍ କହିଲେ ଯେ, ସମ୍ବିଧାନର ୧୦ମ ଅନୁଚ୍ଛେଦକୁ ଆହୁରି ପ୍ରଭାବଶାଳୀ କରିବାକୁ ପଡ଼ିବ । ଏହି କମିଟିର ପ୍ରଥମ ବୈଠକ ମହାରାଷ୍ଟ୍ରଠାରେ ଅନୁଷ୍ଠିତ ହୋଇଥିବା ବେଳେ ପରବର୍ତ୍ତୀ ସମ୍ମିଳନୀ କର୍ଣ୍ଣାଟକଠାରେ ଆୟୋଜିତ ହେବ । ସର୍ବଭାରତୀୟ ବାଚସ୍ପତି ସମ୍ମିଳନୀରେ ଏ ସମ୍ପର୍କରେ ବିଧିବଦ୍ଧ ଭାବରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି । ତେବେ ଦଳ ବଦଳକୁ କିପରି ରୋକା ଯାଇ ପାରିବ ଏଥି ପାଇଁ କିଭଳି ପଦକ୍ଷେପ ଗ୍ରହଣ କରାଯିବ, ସେ ସମ୍ପର୍କରେ ସବିଶେଷ ଆଲୋଚନା ହେବ । ୧୯୮୫ ମସିହାରେ ଏହି ଦଳ ବଦଳ ନିରୋଧ ଆଇନ ଲାଗୁ କରାଯାଇଥିବା ବେଳେ ପରବର୍ତ୍ତି ସମୟରେ ଏଥିରେ ବ୍ୟାପକ ସଂଶୋଧନ କରାଯାଇଛି । ଏହା ଦ୍ଵାରା ଜନ ପ୍ରତିନିଧିମାନେ ଜନସାଧାରଣଙ୍କ ଆସ୍ଥା ଭାଜନ ହେବା ସହିତ ସଂସଦୀୟ ପରମ୍ପରା ଓ ଗଣତାନ୍ତ୍ରିକ ମୂଲ୍ୟବୋଧ ବଜାୟ ରହିପାରିବ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech