ଆଜି ଦେବଗଡ଼ ଜିଲ୍ଲାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରାୟ ୨୮୦ କୋଟି ଟଙ୍କା ମୂଲ୍ୟର ୧୨୪ଟି ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବା ସହିତ ଯୋଗ୍ୟ ହିତାଧିକାରୀଙ୍କୁ ବିଭିନ୍ନ ସରକାରୀ ଯୋଜନା ହସ୍ତାନ୍ତରଣ କରିଛନ୍ତି । ଏହି ଅବସରରେ ମାନନୀୟ ପଞ୍ଚାୟତିରାଜ ଓ ଗ୍ରାମୀଣ ଉନ୍ନୟନ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାଏକ ଏବଂ ଅନ୍ଯାନ୍ଯ ନେତୃବୃନ୍ଦ ଉପସ୍ଥିତ ଥିଲେ ।

August 29, 2026/
No Comments
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-24-scaled.jpg)

