
ଖଣ୍ଡପଡ଼ା – ପଞ୍ଚାୟତିରାଜ ଦିବସ ଅବସରରେ ଜିଲ୍ଲା ସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମାନ୍ୟବର ବିଧାୟକ ଖଣ୍ଡପଡା, ଶ୍ରୀଯୁକ୍ତ ଦୁଷ୍ମନ୍ତ କୁମାର ସ୍ୱାଇଁ ମୁଖ୍ୟ ଅତିଥି ଭାବେ, ସମ୍ମାନିତ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ଜିଲ୍ଲାପାଳ, ମୁଖ୍ୟ ଉନ୍ନୟନ ଅଧିକାରୀ, ପଞ୍ଚାୟତ ସମିତି ଅଧ୍ୟକ୍ଷ, ନୟାଗଡ଼ ଆଦି ପ୍ରମୁଖ ଯୋଗ ଦେଇଥିଲେ। ଏହି ଅବସରରେ ହିତାଧିକାରୀମାନଙ୍କୁ ଅନ୍ତୋଦୟ ଗୃହ ଯୋଜନାର କାର୍ଯ୍ୟାଦେଶ ଏବଂ ପ୍ରୋତ୍ସାହନ ରାଶି ପ୍ରଦାନ କରାଯାଇଥିଲା।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-24-scaled.jpg)

