
ବିଧାନସଭା ସଚ୍ଚିବାଳୟରେ ବିଭାଗୀୟ ଷ୍ଟାଣ୍ଡିଂ କମିଟି ବୈଠକ
ଜେ. ବି. ଏନ୍ (୧୧/୧୨ /୨୦୨୦)
ଭୁବବେଶ୍ୱର:ବିଧାନସଭା ସଚ୍ଚିବାଳୟର ୫୪ ନମ୍ବର ପ୍ରକୋଷ୍ଠରେ ବିଭାଗୀୟ ଷ୍ଟାଣ୍ଡିିଂ କମିଟି- ୪ର ବୈଠକ ଅନୁଷ୍ଠିତ ହୋଇଯାଇଛି। କମିଟି ଅଧ୍ୟକ୍ଷ ବିଧାୟକ ଭୂପିନ୍ଦର ସିିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ, ଉଚ୍ଚ ଶିକ୍ଷା, କ୍ରୀଡା ଓ ଯୁବେସବା, ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା
ପ୍ରଯୁକ୍ତି ବିଭାଗର ବିଭିନ୍ନ ବିଷୟ ଉପରେ ଆଲୋଚନା ହୋଇଥିଲା। ଉକ୍ତ ବୈଠକରେ ବିଧାୟକ ବିଷ୍ଣୁବ୍ରତ ରାଉତରାୟ, ଶଙ୍କର ଓରାମ, ଆଦିତ୍ୟ ମାଢୀ, ନିତ୍ୟାନନ୍ଦ ସାହୁଙ୍କ ସମେତ ସମ୍ପୃକ୍ତ ବିଭାଗୀୟ ସଚବି ଏବଂ ବିଧାନସଭା ସଚିବ ଦାଶରଥୀ ଶତପଥୀ ଯୋଗଦେଇଥିଲେ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-2-scaled.jpg)

