ଆଜି ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କେନ୍ଦୁଝରରେ ଆସି ଗ୍ରୀଡ୍ ସବଷ୍ଟେସନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

ଆଜି ମୁଖ୍ୟମନ୍ତ୍ରୀଙ୍କ ଦିନିକିଆ କେନ୍ଦୁଝରରେ ଆସି ଗ୍ରୀଡ୍ ସବଷ୍ଟେସନ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି

କେନ୍ଦୁଝର ଜିଲ୍ଲା ଯୋଡ଼ାବ୍ଳକ ଉଚ୍ଚବାଲି ଠାରେ ୧୬୪୭ କୋଟିର ଗ୍ରୀଡ୍ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ୭ ଲକ୍ଷରୁ ଅଧିକ ଉପଭୋକ୍ତା ପାଇବେ ନିରବଚ୍ଛିନ୍ନ ବିଦ୍ୟୁତ୍ ଓଡ଼ିଶାରେ “ଆଧୁନିକ ଶକ୍ତି ନବଜାଗରଣ”, ୨୦୩୬ ସୁଦ୍ଧା ରାଜ୍ୟରେ ନିର୍ମିତ ହେବ ଆହୁରି ୩୪ଟି ନୂଆ ଗ୍ରୀଡ୍ହଟଲାଇନ ମେଣ୍ଟେନାନ୍ସ’ : ଏବେ ବିନା ବିଦ୍ୟୁତ୍ କାଟ୍‌ରେ ହେବ ମରାମତିସୁନାର କେନ୍ଦୁଝର” ପାଇଁ ରୋଡମ୍ୟାପ୍ ଦେଲେ ମୁଖ୍ୟମନ୍ତ୍ରୀ.କେନ୍ଦୁଝର ଜିଲ୍ଲାକୁ ଏକ ସମୃଦ୍ଧ ଶିଳ୍ପ ହବ୍‌ରେ ପରିଣତ କରିବା ଲକ୍ଷ୍ୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ଏକ ବଡ଼ ପଦକ୍ଷେପ ନେଇଛନ୍ତି । ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ବଡ଼ବିଲ ଅଂଚଳର ଉଚ୍ଚବାଲି ଠାରେ ୧୬୪୭ କୋଟି ଟଙ୍କା ବ୍ୟୟରେ ନିର୍ମିତ ହେବାକୁ ଥିବା ୪୨୦/୨୨୦ କେଭି ଗ୍ରୀଡ୍ ସବ୍‌ଷ୍ଟେସନ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ କେନ୍ଦୁଝରକୁ ପୂର୍ବ ଭାରତର ଦ୍ୱିତୀୟ ଜାମସେଦପୁର ଭାବେ ଗଢ଼ିତୋଳିବାକୁ ଘୋଷଣା କରିଛନ୍ତି ।ମୁଖ୍ୟମନ୍ତ୍ରୀ ଆଜିର କାର୍ଯ୍ୟକ୍ରମରେ ଉଚ୍ଚବାଲି, କେନ୍ଦୁଝର ପାଇଁ ସବ ଷ୍ଟେସନ ସମେତ ୫ ଟି ନୂଆ ଟ୍ରାନ୍ସମିଶନ ଲାଇନ ଉଦଘାଟନ କରିଛନ୍ତି। ଏହି ପ୍ରକଳ୍ପ ଦ୍ୱାରା କେନ୍ଦୁଝର ସଦର, ତେଲକୋଇ, ଝୁମ୍ପୁରା, ଯୋଡ଼ା ଏବଂ ବଡ଼ବିଲ ଅଞ୍ଚଳର ପ୍ରାୟ ୭.୧୭ ଲକ୍ଷ ଉପଭୋକ୍ତା ଉପକୃତ ହେବେ । ବିକଶିତ ସମାଜର ପରିଚୟ ହେଉଛି ଗୁଣାତ୍ମକ ଓ ନିରବଚ୍ଛିନ୍ନ ବିଦ୍ୟୁତ୍ ସେବା ଏଣୁ ଖଣିଜ ସମ୍ପଦରେ ଭରା କେନ୍ଦୁଝରକୁ ସୁନାର କେନ୍ଦୁଝର କରିବା ପାଇଁ ଆମେ ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।ପ୍ରକଳ୍ପର ବିଭିନ୍ନ ବୈଶିଷ୍ଟ୍ୟ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ ନିଜ ଅଭିଭାଷଣରେ କହିଛନ୍ତି ଯେ ସମଗ୍ର ଅଞ୍ଚଳକୁ ଏକ ସୁଦୃଢ଼ ନେଟୱର୍କରେ ଯୋଡ଼ିବା ନେଇ ସେ ଦର୍ଶାଇଛନ୍ତି ଯେ, ୪୦୦ କେଭି LILO ଲାଇନ ସହିତ TTPS-ଯୋଡ଼ା ଓ ତୁରୁମୁଙ୍ଗା-ରାଇରଙ୍ଗପୁର ଲାଇନ ମାଧ୍ୟମରେ ସମଗ୍ର ଅଞ୍ଚଳକୁ ବିଦ୍ୟୁତ୍ ସଂଯୋଗୀକରଣ କରାଯିବ। ଏହା ଦ୍ୱାରା ଶିଳ୍ପ ଓ ଘରୋଇ ଚାହିଦା ମଧ୍ୟରେ ଏକ ସନ୍ତୁଳନ ରକ୍ଷା କରାଯାଇପାରିବ।ବିଦ୍ୟୁତ୍ ବିଭ୍ରାଟକୁ ରୋକିବା ପାଇଁ ଏକ ବଡ଼ ପଦକ୍ଷେପ ସମ୍ପର୍କରେ ଘୋଷଣା କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ବଡ଼ବିଲ ଓ ପଲାଶପଙ୍ଗା ଗ୍ରୀଡ୍‌ର ଉନ୍ନତିକରଣ ଆମର ପ୍ରାଥମିକତା। ଆମେ Hotline Maintenance ବ୍ୟବସ୍ଥା କାର୍ଯ୍ୟକାରୀ କରିବାକୁ ଯାଉଛୁ, ଯାହାଦ୍ୱାରା ତାରରେ ବିଦ୍ୟୁତ୍ ପ୍ରବାହିତ ହେଉଥିବା ସମୟରେ ମଧ୍ୟ ମରାମତି କାମ କରାଯାଇପାରିବ। ଏଣିକି ମରାମତି ପାଇଁ ଆଉ ବିଦ୍ୟୁତ୍ କାଟ୍ କରିବାର ଆବଶ୍ୟକତା ପଡ଼ିବ ନାହି ଏହି ଅତ୍ୟାଧୁନିକ ବ୍ୟବସ୍ଥାଗୁଡ଼ିକ କେନ୍ଦୁଝର ଜିଲ୍ଲାର ଶିଳ୍ପ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ସହ ଓଡ଼ିଶାର ଭବିଷ୍ୟତ ବିଦ୍ୟୁତ୍ ପରିବହନ ବ୍ୟବସ୍ଥାକୁ ବିଶ୍ୱସ୍ତରୀୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।ମୁଖ୍ୟମନ୍ତ୍ରୀ ତାଙ୍କ ଅଭିଭାଷଣରେ କେନ୍ଦୁଝର ପ୍ରତି ତାଙ୍କର ପ୍ରତିବଦ୍ଧତାକୁ ଦୋହରାଇ କହିଛନ୍ତି, ମୁଁ ବାରମ୍ୱାର କହିଛି, ଖଣି ଖାଦାନରେ ଭରା କେନ୍ଦୁଝରକୁ ସୁନାର କେନ୍ଦୁଝର କରାଯିବ। କେନ୍ଦୁଝର ଏତେ ଦିନ ଧରି ରାଜ୍ୟକୁ ସମୃଦ୍ଧି ଦେଇ ଆସିଛି, ଏବେ ସମୟ ଆସିଛି କେନ୍ଦୁଝରକୁ ତାର ହକ୍ ଫେରାଇବାର। ଏହି ଅବସରରେ ସେ ବଡ଼ବିଲ ରିଂ-ରୋଡ୍‌ର କାର୍ଯ୍ୟ ଏବଂ ଆଗାମୀ ମେଗା ଷ୍ଟିଲ୍ ପ୍ଲାଣ୍ଟ ସମ୍ପର୍କରେ ସୂଚନା ଦେଇ କହିଥିଲେ ଯେ, ଜାପାନର ପ୍ରସିଦ୍ଧ JFE Steel କୁ କେନ୍ଦୁଝରରେ କାରଖାନା ଗଢ଼ିବାକୁ ପ୍ରସ୍ତାବ ଦିଆଯାଇଛି, ଯାହା ଭବିଷ୍ୟତର ‘ଇଲେକ୍ଟ୍ରିକାଲ୍ ଷ୍ଟିଲ୍’ ଉତ୍ପାଦନ କରିବ। ଜିଲ୍ଲାରେ ବଢୁଥିବା ଶିଳ୍ପ ଚାହିଦାକୁ ଦୃଷ୍ଟିରେ ରଖି ଆଗାମୀ ୨୦ ବର୍ଷର ଆବଶ୍ୟକତାକୁ ପୂରଣ କରିବା ଭଳି ଭିତ୍ତିଭୂମି ପ୍ରସ୍ତୁତ କରାଯାଉଛି । ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହ ଦେଓ କହିଥିଲେ ଯେ, ରାଜ୍ୟରେ ସମସ୍ତ ବିଦ୍ୟୁତ ଶକ୍ତି ବ୍ୟବସ୍ଥାର ସମ୍ପ୍ରସାରଣ ସୁନିଶ୍ଚିତ ହେବାପାଇଁ ଆମ ସରକାର ଦୃଢ଼ କାର୍ଯ୍ୟରତ। ଆଜିର ଗ୍ରୀଡ଼ ସବ ଷ୍ଟେସନ କେବଳ କେନ୍ଦୁଝର ନୁହେଁ ଏହାର ପାୱାର ସପ୍ଲାଏ ଆଣେ ସୁନ୍ଦରଗଡ଼, ଅନୁଗୋଳ, ବଇଣ୍ଡା ଅଞ୍ଚଳ ପର୍ଯ୍ୟନ୍ତ ବିସ୍ତୃତ କରିବୁ। ଆଗାମୀ ଦିନରେ କେନ୍ଦୁଝର ଅଞ୍ଚଳରେ ଥିବା ସମସ୍ତ ଉପାନ୍ତ ଅଞ୍ଚଳରେ ଯେଉଁଠାରେ ବିଦ୍ୟୁତ କନେକ୍ସନ ନାହିଁ, ସେ ସମସ୍ତ ଅଞ୍ଚଳକୁ ବିଦ୍ୟୁତ ପହଂଚାଇବା ଲକ୍ଷ୍ୟ ରଖିଛୁ। ପ୍ରଧାନମନ୍ତ୍ରୀ ଙ୍କ ନିର୍ଦ୍ଦେଶରେ ୨୦୨୮ ସୁଦ୍ଧା ସମଗ୍ର ଓଡ଼ିଶା ବିଦ୍ୟୁତ ସଙ୍କଟରୁ ମୁକ୍ତହେବ।

କେନ୍ଦୁଝର ଜିଲ୍ଲାରୁ ସରୋଜ କୁମାର ମହାପାତ୍ରଙ୍କ ରିପୋର୍ଟ

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech