୫ଟ ରାଜ୍ୟରେ ଆୟୋଜିତ ବିଧାନସଭା ନିର୍ବାଚନରେ ବିଜେପି ଭଲ ପ୍ରଦର୍ଶନ କରୁଥିବା ଆଶା କରାଯାଉଛି। ପଶ୍ଚିମବଙ୍ଗ ସମେତ ପାଞ୍ଚଟି ରାଜ୍ୟର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହୋଇଛି। ପଶ୍ଚିମବଙ୍ଗର ୨୯୪ ବିଧାନସଭା ଆସନ ମଧ୍ୟରୁ ୨୯୩ରେ ଭୋଟ ଗଣନା କରାଯାଉଛି। ପ୍ରାଥମିକ ଭୋଟ୍ ଗଣତିରେ ପଶ୍ଚିମବଙ୍ଗରେ ବିଜେପି ୧୫୭ ଆସନରେ ଆଗୁଆ ଥିବାବେଳେ ଟିଏମସି ୧୧୫ ଆସନରେ ଆଗୁଆ ରହିଛି।

May 4, 2026/
No Comments


