୫୫୫ ପୋଲିସ ଥାନାରେ ଅଂଶଗ୍ରହଣ କଲେ ୧୫,୦୦୦ରୁ ଅଧିକ କିଶୋର-କିଶୋରୀ

ଭୁବନେଶ୍ଵର: ଆଜି ଭୁବନେଶ୍ୱରସ୍ଥିତ ପୋଲିସ ସେବା ଭବନଠାରେ ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫର ମିଳିତ ସହଯୋଗରେ ପ୍ରୟାସରେ “ଜୁଭେଣ୍ଟିକା- କିଶୋର କିଶୋରୀମାନଙ୍କ ସହ ପୋଲିସର ସଚେତନତା ଓ ସମ୍ପର୍କ କାର୍ଯ୍ୟକ୍ରମ” ଅନୁଷ୍ଠିତ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ସହ “JUVENTICA” ମାଧ୍ୟମରେ ଓଡ଼ିଶା ପୋଲିସ ଶିଶୁ ଓ କିଶୋର-କିଶୋରୀମାନଙ୍କ ପାଇଁ ପୋଲିସ ବ୍ୟବସ୍ଥାକୁ ଅଧିକ ସହଜ, ସୁରକ୍ଷିତ ଓ ବନ୍ଧୁତ୍ୱପୂର୍ଣ୍ଣ କରିବାକୁ ଉଦ୍ୟମ କରାଯାଉଛି ବୋଲି ମତବ୍ୟକ୍ତ କରିଥିଲେ ।

ରାଜ୍ୟବ୍ୟାପୀ ଏହି କାର୍ଯ୍ୟକ୍ରମରେ ପ୍ରାୟ ୫୫୫ ପୋଲିସ ଥାନାର ପ୍ରାୟ ୧୫,୦୦୦ରୁ ଅଧିକ କିଶୋର-କିଶୋରୀ ଅଂଶଗ୍ରହଣ କରିଥିଲେ। Advika Clubs ର କିଶୋର-କିଶୋରୀମାନଙ୍କ ସହ Anganwadi Workers ଓ Para Legal Volunteers ମଧ୍ୟ ଏଥିରେ ସାମିଲ ହୋଇଥିଲେ। ବର୍ତ୍ତମାନ ସମୟରେ ବହୁ ସଂଖ୍ୟାରେ କିଶୋର-କିଶୋରୀ ସାମାଜିକ ଗଣମାଧ୍ୟମର ନକରାତ୍ମକ ବିଷୟବସ୍ତୁ ଉପଭୋଗ କରିବାରେ ସମୟ ଅତିବାହିତ କରୁଛନ୍ତି । ସବୁବେଳେ ସାମାଜିକ ଗଣମାଧ୍ୟମରୁ ଶିକ୍ଷଣୀୟ ବିଷୟବସ୍ତୁ ଗ୍ରହଣ କରି ଭବିଷ୍ୟତ ଉଜ୍ଵଳ କରିବାକୁ ସେ ପରାମର୍ଶ ଦେଇଥିଲେ । ଏହା ବ୍ୟତୀତ ବିଭିନ୍ନ ସମୟରେ ସେମାନେ ସାଇବର ଅପରାଧ ସହିତ ସାମାଜିକ ସମସ୍ୟାର ଶିକାର ହୋଇ ମାନସିକ ଚାପର ସମ୍ମୁଖୀନ ହେଉଛନ୍ତି। ଏହି ପରିସ୍ଥିତିରେ ସେମାନଙ୍କୁ ନୈତିକ ଶିକ୍ଷା ଦେବା ସହ ସେମାନଙ୍କ କଥାକୁ ଧ୍ୟାନର ସହ ଶୁଣି ସଠିକ୍ ପରାମର୍ଶ ଓ ନୈତିକ ସମର୍ଥନ ପ୍ରଦାନ କରିବା ମଧ୍ୟ ଆମ ସମସ୍ତଙ୍କ ପ୍ରମୁଖ ଦାୟିତ୍ୱ ବୋଲି ଡିଜିପି ମତବ୍ୟକ୍ତ କରିଥିଲେ।ସେ ଆହୁରି କହିଥିଲେ ଯେ, ଏହି ପ୍ରୟାସ ଯୁବ ପିଢ଼ି ଓ ପୋଲିସ ମଧ୍ୟରେ ବିଶ୍ୱାସ ଓ ସହଯୋଗ ବଢ଼ାଇବାରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ସେ ସମସ୍ତ କିଶୋର-କିଶୋରୀମାନଙ୍କୁ ନିର୍ଭୟରେ ପୋଲିସ ସହ ଯୋଗାଯୋଗ କରି ନିଜ ସମସ୍ୟା ଜଣାଇବାକୁ ଅନୁରୋଧ କରିଥିଲେ। ଏହା ବ୍ୟତୀତ କିଶୋର-କିଶୋରୀମାନଙ୍କ ସହ ସୁସମ୍ପର୍କ ସ୍ଥାପନ କରି ସେମାନଙ୍କ ସୁରକ୍ଷା ଓ ମଙ୍ଗଳ ପ୍ରତି ଅଧିକ ସଚେତନ ଓ ଯତ୍ନବାନ ହେବା ପାଇଁ ସମସ୍ତ ପୋଲିସ ଅଧିକାରୀମାନଙ୍କୁ ଆହ୍ୱାନ କରିଥିଲେ। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ରାଜ୍ୟରେ ଶିଶୁ ଓ କିଶୋର-କିଶୋରୀମାନଙ୍କ ପାଇଁ ଏକ ସୁରକ୍ଷିତ, ସକାରାତ୍ମକ ପରିବେଶ ସୃଷ୍ଟି ହେବ ବୋଲି ଆଶା ପ୍ରକାଶ କରିଥିଲେ । ଏହି ଅବସରରେ ଡିଜିପି ଆଭାଷୀ ମାଧ୍ୟମରେ ବିଭିନ୍ନ ଜିଲ୍ଲାର କିଶୋର-କିଶୋରୀମାନଙ୍କ ସହ ଭାବ ବିନିମୟ କରିଥିଲେ । ଆଜିର ଏହି କାର୍ଯ୍ୟକ୍ରମରେ ଡିଜିପି(କ୍ରାଇମବ୍ରାଞ୍ଚ) ଶ୍ରୀ ବିନୟତୋଷ ମିଶ୍ର, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ଆଧୁନିକୀକରଣ) ଶ୍ରୀ ସୌମେନ୍ଦ୍ର ପ୍ରିୟଦର୍ଶୀ, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ରେଳବାଇ ଓ ଉପକୂଳ ସୁରକ୍ଷା) ଶ୍ରୀ ଅରୁଣ କୁମାର ବୋଥ୍ରା, ଅତିରିକ୍ତ ଆରକ୍ଷୀ ମହାନିର୍ଦ୍ଦେଶକ( ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା) ଶ୍ରୀମତୀ ଏସ. ସାଇନିଙ୍କ ସମେତ ବରିଷ୍ଠ ପୋଲିସ ଅଧିକାରୀ ଉପସ୍ଥିତ ଥିଲେ ।

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech