ନୁଆଦିଲ୍ଲୀ: ଶପଥ ସମାରୋହରେ ମାଖନଲାଲଙ୍କ ପାଦ ଛୁଇଁଲେ ମୋଦି । ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ସହଯୋଗୀ ଥିଲେ ୯୮ ବର୍ଷୀୟ ମାଖନଲାଲ । ଆଜି ପଶ୍ଚିମବଙ୍ଗର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ଶପଥ ନେବେ ଶୁଭେନ୍ଦୁ ଅଧିକାରୀ । କୋଲକାତା ବ୍ରିଗେଡ ପରେଡ ଗ୍ରାଉଣ୍ଡରେ ଶପଥ ଉତ୍ସବ ପାଳନ କରାଯିବ । ଶୁଭେନ୍ଦୁଙ୍କ ଶପଥଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ମୋଦି , ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ସାହ ଓ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଏନଡିଏ ଶାସିତ ରାଜ୍ୟାର ସବୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଅଛନ୍ତି ।
ଓଡିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମଧ୍ୟ ଉପସ୍ଥିତ ଅଛନ୍ତି ।

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)

