ରେଲୱେ ଷ୍ଟେସନରୁ ୨୭ ପିଲାଙ୍କୁ ଉଦ୍ଧାର କଲା ରେଲୱେ ପୋଲିସ । ମୟୂରଭଞ୍ଜ କପ୍ତିପଦାରୁ ଅନୁଗୋଳ ଅଭିମୁଖେ ଯାଉଥିବା ୨୭ ଜଣଙ୍କୁ ଉଦ୍ଧାର କଲା ପୁଲିସ। ଉଦ୍ଧାର ୨୭ ଜଣଙ୍କ ମଧ୍ୟରୁ ୧୯ ନାବାଳକ ଓ ୮ ସାବାଳକ । ସୋର ରେଲୱେ ଷ୍ଟେସନରୁ ୨୭ ପିଲାଙ୍କୁ ଉଦ୍ଧାର କଲା ରେଲୱେ ପୋଲିସ ସୁଚନା।
ଅନୁଗୋଳ ଅଭିମୁଖେ ଯାଉଥିବା ରେଲୱେ ପୋଲିସକୁ କହିଥିଲେ । ଏମାନଙ୍କୁ ନେଇ ଯାଉଥିବା ୨ ଜଣଙ୍କୁ ଅଟକ ରଖିଲା ପୋଲିସ। ଧର୍ମାନ୍ତିକରଣ ପାଇଁ ଚାଲାଣ କରାଯାଉଥିବା ସନ୍ଦେହ କରାଯାଉଛି।


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-4-scaled.jpg)
