ଏନ୍ଇଇଟି-ୟୁଜି ପରୀକ୍ଷା ପ୍ରଶ୍ନପତ୍ର ପ୍ରଘଟ ମାମଲାକୁ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି ହୋଇଥିବାବେଳେ ଏବେ ତାଙ୍କୁ ରାଜ୍ୟ ସଭାରେ ସ୍ବାଧିକାର ଭଙ୍ଗର ସମ୍ମୁଖୀନ ହେବାକୁ ପଡ଼ିପାରେ। ପ୍ରଶ୍ନପତ୍ର ଲିକ୍ ପରେ ଏକ ଖବରଦାତା ସମ୍ମିଳନୀରେ ସେ ଦେଇଥିବା ମନ୍ତବ୍ୟ ସଂସଦର ମର୍ଯ୍ୟାଦାହାନି କରିଥିବା ଅଭିଯୋଗରେ ତାଙ୍କ ବିରୋଧରେ ରାଜ୍ୟ ସଭାରେ କଂଗ୍ରେସ ମୁଖ୍ୟ ହୁଇପ୍ ଜୟରାମ ରମେଶ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଦେଇଛନ୍ତି।

August 27, 2026/
No Comments


