ନୂଆଦିଲ୍ଲୀ – ଦେଶରେ ପୁଣି ଥରେ ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ମାତ୍ର ୫ ଦିନ ମଧ୍ୟରେ ଏହା ହେଉଛି ଦ୍ଵିତୀୟ ଥର, ଯେବେ ତୈଳ କମ୍ପାନୀଗୁଡ଼ିକ ଇନ୍ଧନ ଦରରେ ସଂଶୋଧନ କରି ଏହାକୁ ମହଙ୍ଗା କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, ଦେଶର ବିଭିନ୍ନ ସ୍ଥାନରେ ପେଟ୍ରୋଲ ଲିଟର ପିଛା ପ୍ରାୟ ୮୬ ପଇସା ଏବଂ ଡିଜେଲ ଲିଟର ପିଛା ୮୩ ପଇସା ବୃଦ୍ଧି ପାଇଛି।

May 19, 2026/
No Comments


