ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ

ଭବାନୀପାଟଣା (ଜାଗ୍ରତ ଭାରତ ) ୨୦.୦୫.୨୦୨୬ – କଳାହାଣ୍ଡି ଜିଲ୍ଲାପାଳଙ୍କ କାର୍ଯ୍ୟlଳୟସ୍ଥିତ ସଦଭାବନା ସଭାଗୃହ ଠାରେ ଜିଲ୍ଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଜିଲ୍ଲାପାଳ ଶ୍ରୀ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଅଛି l ଏହି ବୈଠକରେ ଜିଲ୍ଲା ପରିଷଦ, କଳାହାଣ୍ଡିର ଅଧ୍ୟକ୍ଷ ଶ୍ରୀ ପୁଷ୍ପେନ୍ଦ୍ର କୁମାର ସିଂହଦେଓ, ଅତିରିକ୍ତ ଜିଲ୍ଲାପାଳ (ରାଜସ୍ଵ) ଶ୍ରୀ ବଇତୁରା ଦୀପ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ କଳାହାଣ୍ଡି ଶ୍ରୀ ସୌମ୍ୟ ରଞ୍ଜନ ପ୍ରଧାନ, ଉପ-ଜିଲ୍ଲାପାଳ ଧର୍ମଗଡ ସୁଶ୍ରୀ ପ୍ରେକ୍ଷା ଅଗ୍ରୱାଲଙ୍କ ସମେତ ବିଭିନ୍ନ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ତହସିଲଦାର ଏବଂ ନିର୍ବାହୀ ଅଧିକାରୀ ସହରାଞ୍ଚଳ ସଂସ୍ଥା ପ୍ରମୁଖ ଉପସ୍ଥିତ ଥିଲେ l ବୈଠକରେ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ଏବଂ ବନ୍ୟା, ବାତ୍ୟାର ମୁକାବିଲା ନିମନ୍ତେ ଆଗୁଆ ପଦେକ୍ଷେପ ନେବା ସହ ଏହାର ସୁପରିଚାଳନା ନିମନ୍ତେ ବିଭାଗୀୟ ଅଧିକାରୀ ତଥା କ୍ଷେତ୍ର କର୍ମଚାରୀ ମାନେ ସଜାଗ ରହିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ l ଅତିରକ୍ତ ଜିଲ୍ଲାପାଳ (ରାଜସ୍ଵ) ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା ଓ ବାତ୍ୟାର ମୁକାବିଲା ପାଇଁ ଜିଲ୍ଲାରେ ପ୍ରାକ ପ୍ରସ୍ତୁତି ଓ ପରବର୍ତ୍ତୀ ପଦକ୍ଷେପ ସମ୍ପର୍କରେ ସୂଚନା ଦେବା ସହ ବୈଠକରେ ଆଲୋଚ୍ୟବିଷୟ ଉପସ୍ଥାପନା କରିଥିଲେ l ଜିଲ୍ଲାର ବନ୍ୟା ପ୍ରବଣ ଅଞ୍ଚଳ ତଥା ତଲିଆ ଅଞ୍ଚଳ ଗୁଡିକରେ ସମ୍ଭାବ୍ୟ ବନ୍ୟା ପରିସ୍ଥିତି, ଉଦ୍ଧାର ଓ ଥଇଥାନ କରିବା ନିମନ୍ତେ ଅସ୍ତାୟୀ ଆଶ୍ରୟସ୍ଥଳୀ ଗୁଡିକ ଚିହ୍ନଟ କରି ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ l ପାଣି ଜମି ରହୁଥିବା ସ୍ଥାନ ଗୁଡିକୁ ଚିହ୍ନଟ କରି ଯଥା ଶୀଘ୍ର ପ୍ରତିକାର ବ୍ୟବସ୍ଥା ଗ୍ରହଣ କରିବା, ବର୍ଷା ପୂର୍ବରୁ ସମସ୍ତ ନାଳ ଗୁଡିକୁ ସଫା କରିବା, ସହରାଞ୍ଚଳ ଅନ୍ତର୍ଗତ ନାଳନର୍ଦ୍ଦମା ଯଥାଶୀଘ୍ର ସମ୍ପୂର୍ଣ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥିଲେ l ଜଳ ଯୋଗାଣକୁ ସୁବନ୍ଦୋବସ୍ତ କରିବା ସହ ନିୟମିତ ସମୟ ବ୍ୟବଧାନରେ ସମସ୍ତ ନଳକୂପ , ପାଇପ ଜଳ ଯୋଗାଣ ଇତ୍ୟାଦିକୁ ବିଶୁଦ୍ଧକରଣ କରିବା ଉପରେ ବୈଠକରେ ଆଲୋଚନା ହୋଇଥିଲା l ଜିଲ୍ଲାରେ ଥିବା ସମସ୍ତ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ଜିଲ୍ଲା ଓ ଉପଖଣ୍ଡ ଚିକିତ୍ସାଲୟ ଗୁଡିକରେ ଆବଶ୍ୟକ ପରିମାଣର ଔଷଧ, ହାଲୋଜେନ ବଟିକା, ବ୍ଲିଚିଂପାଉଡ଼ର, ସର୍ପ ବିଷ ପ୍ରତିଷେଧକ (ASV) , ଇତ୍ୟାଦି ମହଜୁଦ କରି ରଖିବା ସହ ପରିମଳ ନିମନ୍ତେ ଆଗୁଆ ପଦେକ୍ଷେପ ଗ୍ରହଣ କରିବାକୁ ଜିଲ୍ଲାପାଳ ନିର୍ଦ୍ଧେଶ ଦେଇଥଲେ l ଜିଲ୍ଲାରେ ବିଭିନ୍ନ ଜଳସେଚନ ପ୍ରକଳ୍ପ ଓ ନଦୀବନ୍ଧ ଗୁଡିକର ବନ୍ୟାପ୍ରବଣ ସ୍ଥାନ ଚିହ୍ନଟ କରି ଆବଶ୍ୟକ ପ୍ରତିକାର ଗ୍ରହଣ କରିବାକୁ ସେ ନିର୍ଦ୍ଧେଶ ଦେଇଥିଲେ l ବନ୍ୟା ପ୍ରବଣ ଅଞ୍ଚଳ ଏବଂ ଦୁର୍ଗମ ଅଞ୍ଚଳରେ ଅତ୍ୟାବଶ୍ୟକ ସାମଗ୍ରୀ ଯଥା :- ଚୂଡା, ଚାଉଳ, କିରାସିନ, ଦିଆସିଲ, ମହମବତୀ ଇତ୍ୟାଦି ସାମଗ୍ରୀ ଯଥେଷ୍ଟ ମହଜୁଦ ରଖିବା, ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ବିଶୁଦ୍ଧ ପାନୀୟ ଜଳ ଯୋଗାଣ ତଥା ପରିମଳ ବ୍ୟବସ୍ଥାକୁ ସୁନିଶ୍ଚିତ କରିବା, ସହରାଞ୍ଚଳ ଅନ୍ତର୍ଗତ ସମସ୍ତ ୱାର୍ଡ ଓ ବସ୍ତିରେ ଯଥା ଶୀଘ୍ର ସଫେଇ କରିବାକୁ ତ୍ଵରିତ ପଦକ୍ଷେପ ଗ୍ରହଣ କରିବାକୁ ସମ୍ପୃକ୍ତ ବିଭାଗୀୟ ଅଧିକାରୀ ମାନଙ୍କୁ ସେ ନିର୍ଦ୍ଦେଶ ଦେଇଥିଲେ l ଏତଦ୍ ବ୍ୟତୀତ ସମ୍ଭାବ୍ୟ ପ୍ରାକୃତିକ ବିପର୍ଯ୍ୟୟ ବନ୍ୟା ଓ ବାତ୍ୟାର ମୁକାବିଲା ନିମନ୍ତେ ବିଭିନ୍ନ ବିଭାଗର ପ୍ରସ୍ତୁତି ସମ୍ପର୍କରେ ବୈଠକ ଶେଷରେ ସହକାରୀ ଜିଲ୍ଲାପାଳ ତଥା ଜିଲ୍ଲା ଜରୁରୀ କାଳୀନ ଅଧିକାରୀ ଶ୍ରୀ ଅଲେଖ ଭୋଇ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ l

jagratbharat

Writer & Blogger

Related Posts:

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Leave a Reply

Your email address will not be published. Required fields are marked *

Latest News

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Newsletter

JOIN THE FAMILY!

Get a Cookbook with our recipes.

You have been successfully Subscribed! Please Connect to Mailchimp first

Featured Posts

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Categories

Tags

Edit Template

Recent news

  • All Post
  • Career
  • Consumer rights study
  • Corona
  • Cricket
  • Crime
  • Culture of world & Local cultures
  • District
  • Editorial
  • Education
  • Elections
  • Entertainment
  • Food
  • Gadget
  • Health
  • Health tips
  • History
  • Human rights study
  • International
  • Interview
  • Jokes
  • Latest News
  • Lifestyle
  • Metro city
  • Movie reviews
  • National
  • Odisha
  • Opinion
  • Politics
  • Science
  • Special
  • Sports
  • Spritual
  • State
  • States
  • Technology
  • Telangana
  • Tourism
  • Travel Tips
  • Uttarpradesh
  • Weather
  • World
  • बिहार
  • ଅଧିକ
  • ଅନୁଗୋଳ
  • ଅନୁଗୋଳ
  • ଆଇପିଏଲ୍
  • ଆସାମ
  • କଟକ
  • କନ୍ଧମାଳ
  • କର୍ଣ୍ଣାଟକ
  • କଳାହାଣ୍ଡି
  • କୋରାପୁଟ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଗୁଜୁରାଟ
  • ଚଳଚ୍ଚିତ୍ର
  • ଜଗତସିଂହପୁର
  • ଜାମ୍ମୁ ଓ କାଶ୍ମୀର
  • ଝାରସୁଗୁଡା
  • ଟିଟିଲାଗଡ଼
  • ଢେଙ୍କାନାଳ
  • ତାମିଲନାଡୁ
  • ଦିଲ୍ଲୀ
  • ଦେଶ
  • ନିବେଶ
  • ନୂଆଦିଲ୍ଲୀ
  • ନୂଆପଡା
  • ପଶ୍ଚିମବଙ୍ଗ
  • ପାଣିପାଗ
  • ପୁରୀ
  • ବରଗଡ଼
  • ବଲାଙ୍ଗୀର
  • ବଲିଉଡ୍
  • ବାଲେଶ୍ଵର
  • ବୌଦ୍ଧ
  • ବ୍ରହ୍ମପୁର
  • ଭୁବନେଶ୍ବର
  • ମଧ୍ୟପ୍ରଦେଶ
  • ମୟୂରଭଞ୍ଜ
  • ମାଲକାନଗିରି
  • ଯାଜପୁର
  • ରାଉରକେଲା
  • ରାୟଗଡ଼ା
  • ୱାଲ୍ଡ କପ୍ ହକି
  • ଶ୍ରୀହରିକୋଟା
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ସୋନପୁର
  • ହରିୟଣା
    •   Back
    • Andhra Pradesh
    • Arunachal Pradesh
    • Assam
    • Bihar
    • Chhattisgarh
    •   Back
    • କେନ୍ଦ୍ରାପଡ଼ା
    • କେନ୍ଦୁଝର
    • କଳାହାଣ୍ଡି

Subscribe To Our News Chenal

You have been successfully Subscribed! Ops! Something went wrong, please try again.

All rights reserved. Designed by Inter Softech