ବର୍ଣ୍ଣାଳୀ ସାହିତ୍ୟ ସଂସଦର ୫ମ ବାର୍ଷିକ ଉତ୍ସବତାଳଚେର, ୦୧/୦୬ ତାଳଚେରର ଅଗ୍ରଣୀ ସାରସ୍ୱତ ଅନୁଷ୍ଠାନ ବର୍ଣ୍ଣାଳୀ ସାହିତ୍ୟ ସଂସଦର ୫ମ ବାର୍ଷିକ ଉତ୍ସବ ସ୍ଥାନୀୟ ଦେଉଳବେଡା କଲିୟରୀ ଇନଷ୍ଟିଚ୍ୟୁଟ ପ୍ରେକ୍ଷାଳୟରେ ପାଳିତ ହୋଇଯାଇଛି । ଅନୁଷ୍ଠାନର ସଭାପତି ବରିଷ୍ଠ ଆଇନଜୀବୀ ଡ. ଯଦୁମଣି ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି କାଳନ୍ଦି ସାମଲ, ମୁଖ୍ୟବକ୍ତା ଭାବରେ ଖଜୁରିଆକଟା ମହାବିଦ୍ୟାଳୟର ଇଂରାଜୀ ବିଭାଗର ବିଭାଗୀୟ ମୁଖ୍ୟ ଅଧ୍ୟାପକ ଅକ୍ଷୟ ପାତ୍ର, ସମ୍ମାନିତ ଅତିଥି ଭାବେ ରଶ୍ମି ରଂଜନ ମିଶ୍ର, ବରିଷ୍ଠ ଆଇନଜୀବୀ ଦେବୀ ପ୍ରସାଦ ରଥ ପ୍ରମୁଖ ଯୋଗ ଦେଇଥିଲେ । ବରିଷ୍ଠ କବି ତ୍ରିନାଥ ସାହୁ ଅତିଥି ପରିଚୟ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-2-scaled.jpg)





