ଭୂବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ଗଞ୍ଜାମର ଛତ୍ରପୁର ଠାରେ ମୋଟ ୧୨ଟି ଶିଳ୍ପ ପାଇଁ ୨୮ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ବ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ଅବସରରେ ସେ କହିଛନ୍ତି ଯେ ଗ୍ରୀନ ହାଇଡ୍ରୋଜେନ୍, କେମିକାଲ୍ସ ଓ ଅକ୍ଷୟ ଶକ୍ତି କ୍ଷେତ୍ରରେ ପୁଞ୍ଜିନିବେଶ ସହିତ ଗଞ୍ଜାମ ଜିଲ୍ଲା ଏବେ ଶିଳ୍ପାୟନ କ୍ଷେତ୍ରରେ ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବାକୁ ଯାଉଛି। ଏହା ଦ୍ୱାରା ୧୫ ହଜାରରୁ ଅଧିକ ନିଯୁକ୍ତି ସୃଷ୍ଟି ହେବ ଏବଂ ମେକ୍ ଇନ୍ ଓଡିଶା ୨୦୨୫ର ଅଭୂତପୂର୍ବ ସଫଳତାର ଶ୍ରେୟ ଏହି ୪ ମାସ ମଧ୍ୟରେ ଆମକୁ ମିଳିଛି। ଯାଜପୁର କଳିଙ୍ଗ ନଗରରେ...
![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-13-scaled.jpg)




