ଭୂବନେଶ୍ୱର: ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହେଲେ ଭେଟେରାନ ଅଭିନେତା ଉତ୍ତମ ମହାନ୍ତି । ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲ୍ରେ ଉତ୍ତମ ମହାନ୍ତିଙ୍କୁ ଭର୍ତ୍ତି କରାଯାଇଛି। ଏବେ ସେ ଆଇସିୟୁରେ ଥିବା ବେଳେ ତାଙ୍କର ଚିକିତ୍ସା ଚାଲିଥିବା ନେଇ ସୂଚନା ମିଳିଛି । ତିନି ଦଶନ୍ଧି ଧରି ଓଡ଼ିଆ ଚଳଚ୍ଚିତ୍ର ଜଗତରେ ନିଜର ପତିଆରା ଜାହିର କରିଥିବା ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ଅଶୀ ଦଶକରେ ଥିଲେ ଏକ ଅପ୍ରତିଦ୍ୱନ୍ଦ୍ୱୀ ଚେହେରା । ତାଙ୍କର ହସ୍ପିଟାଲରେ ଭର୍ତ୍ତି ହେବାର ଖବର ପ୍ରସାରିତ ହେବା ପରେ, ଶୁଭେଚ୍ଛୁ ଏବଂ ପ୍ରଶଂସକମାନେ ସୋସିଆଲ ମିଡିଆ ପ୍ଲାଟଫର୍ମରେ ଆଶୁଆରୋଗ୍ୟର କାମନା କରିଛନ୍ତି। ।ଉତ୍ତମ ମହାନ୍ତି ଓଡ଼ିଶା...












![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-21-scaled.jpg)