( ଜାନୁଆରୀ ୧୫ ରୁ ୨୧ ପର୍ଯ୍ୟନ୍ତ ଜଗତସିଂହପୁର ପୁସ୍ତକମେଳା ନିମନ୍ତେ ସାମ୍ବାଦିକ ସମ୍ମିଳନୀ )ଜଗତସିଂହପୁରତା14/1/25:ଜଗତସିଂହପୁର ସାଂସ୍କୃତିକ ପରିଷଦର ଆନୁକୁଲ୍ୟରେ ୨୬ ତମ ଜଗତସିଂହପୁର ପୁସ୍ତକମେଳା-୨୦୨୫ ଆୟୋଜନ ନିମନ୍ତେ ସାମ୍ବାଦିକ ସମ୍ମିଳନୀ ଜିଲ୍ଲାପାଳଙ୍କ ସମ୍ମୁଖସ୍ଥ ପଡ଼ିଆ ପୁସ୍ତକମେଳା ପରିସରରେ ଅନୁଷ୍ଠିତ ହୋଇଯାଇଛି ।ଜିଲ୍ଲାପ୍ରଶାସନ ପକ୍ଷରୁ ପୁସ୍ତକମେଳା କୁ ସଫଳ କରିବାକୁ ସମସ୍ତ ପ୍ରକାର ସହଯୋଗ ଦିଆଯାଇଛି। ଷ୍ଟଡି ଜୋନ୍ , ବ୍ୟାଙ୍ଗ କବି ସମ୍ମିଳନୀ, ଓଡ଼ିଶାର ପ୍ରତିଷ୍ଠିତ ସାଂସ୍କୃତିକ ଦଳ, ଜଗତସିଂହପୁର ଜିଲ୍ଲାର ବିଭିନ୍ନ ସାଂସ୍କୃତିକ ଦଳ, ବିଦ୍ୟାଳୟ ସ୍ତରୀୟ ସାଂସ୍କୃତିକ ଦଳ, ବିଭିନ୍ନ ସାହିତ୍ୟ ଅନୁଷ୍ଠିତ ଦ୍ବାରା କବିତା ପାଠୋତ୍ସବ, ପ୍ରତ୍ୟେକ ଦିନ କୁଇଜ୍ ପ୍ରତିଯୋଗିତା ଆଦି କରାଯିବା ସହ...






