‘କୋଷ୍ଟାଲ ହାଇଓ୍ୱେ’ ହେବ ଗେମ୍-ଚେଞ୍ଜର: ଧର୍ମେନ୍ଦ୍ର ପ୍ରଧାନ
ନୁଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଓଡ଼ିଶାରେ ଏନଏଚ୍-୯୦ ଅଧୀନରେ ପ୍ରଥମ ପର୍ଯ୍ୟାୟରେ ରାମେଶ୍ୱର ଠାରୁ କୋଣାର୍କ ଦେଇ ପାରାଦୀପ ପର୍ଯ୍ୟନ୍ତ ଗ୍ରୀନଫିଲ୍ଡ ‘କୋଷ୍ଟାଲ ହାଇୱେ’ ନିର୍ମାଣ ପାଇଁ ମଞ୍ଜୁର ମିଳିଛି। ପ୍ରାୟ ୧୬୦.୧୮…
