Category: ନୂଆଦିଲ୍ଲୀ

ମୁଖ୍ୟମନ୍ତ୍ରୀଙ୍କ ସହ ବେଦାନ୍ତ ପ୍ରକଳ୍ପ ନେଇ ଅଧ୍ୟକ୍ଷ ଅନିଲ ଅଗ୍ରୱାଲଙ୍କ ଆଲୋଚନା

ଆଜି ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟିରୁ ଅଧିକ ଟଙ୍କାର ନୂତନ ପ୍ରକଳ୍ପଗୁଡ଼ିକର ଅଗ୍ରଗତି ସମ୍ପର୍କରେ ବେଦାନ୍ତ ଗ୍ରୁପ୍ ଅଧ୍ୟକ୍ଷ ଶ୍ରୀ ଅନିଲ ଅଗ୍ରୱାଲଙ୍କ ସହିତ ଆଲୋଚନା କରିଛନ୍ତି। ଏହି ପ୍ରକଳ୍ପଗୁଡ଼ିକ…

ଭାରତ-ପାକିସ୍ତାନ ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକ ସହ ଜଡ଼ିତ ସୁରକ୍ଷା ଉପରେ ସମୀକ୍ଷା କଲେ ଅମିତ ଶାହ

ନୂଆଦିଲ୍ଲୀ : କେନ୍ଦ୍ର ଗୃହ ତଥା ସମବାୟ ମନ୍ତ୍ରୀ ଅମିତ ଶାହ ରାଜସ୍ଥାନର ବିକାନେରରେ ଏକ ଉଚ୍ଚସ୍ତରୀୟ ସୁରକ୍ଷା ସମୀକ୍ଷା ବୈଠକରେ ଅଧ୍ୟକ୍ଷତା କରିଥିଲେ, ଯେଉଁଥିରେ ଭାରତ-ପାକିସ୍ତାନ (ଆଇ.ପି.ବି.) ସୀମାବର୍ତ୍ତୀ ଜିଲ୍ଲାଗୁଡ଼ିକ ସହ ଜଡ଼ିତ ସୁରକ୍ଷା ସମ୍ବନ୍ଧୀୟ ପ୍ରସଙ୍ଗଗୁଡ଼ିକର ବ୍ୟାପକ ଆକଳନ…

ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଦିଲ୍ଲୀରେ ଚୁଡାନ୍ତ ନିଷ୍ପତ୍ତି

ଗତ କିଛିଦିନ ଧରି ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ନେଇ ଚର୍ଚ୍ଚା ଜୋର ଧରିବାରେ ଲାଗିଛି। ଏପରିକି ତାହା ଧିରେଧିରେ ଘନେଇବାରେ ମଧ୍ୟ ଲାଗିଛି। ଏପରି ଚର୍ଚ୍ଚାର ମୁଖ୍ୟ କାରଣ ହେଲା, ବର୍ତ୍ତମାନ ପୁରା ବିଜେପି ଟିମ ନୂଆଦିଲ୍ଲୀରେ ଡେରା ପକାଇଛନ୍ତି। ରାଜ୍ୟ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ତାମିଲନାଡୁ ମୁଖ୍ୟମନ୍ତ୍ରୀ

ନୁଆଦିଲ୍ଲୀ : ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏବଂ ତାମିଲଗା ଭେଟ୍ଟ୍ରି କାଝାଗମ (ଟିଭିକେ) ମୁଖ୍ୟ ଯୋସେଫ ବିଜୟ ବୁଧବାର ଦିନ ସେବା ତୀର୍ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହି ମାସର ଆରମ୍ଭରେ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ପ୍ରଧାନମନ୍ତ୍ରୀ ମୋଦିଙ୍କ…

ମାତୃଭାଷା ମାଧ୍ୟମରେ ଶିକ୍ଷାଦାନକୁ ମଜଭୁତ କରିବା – ଧର୍ମେନ୍ଦ୍ର ପ୍ରଧାନ

ନୁଆଦିଲ୍ଲୀ/ଭୁବନେଶ୍ୱର, ୨୫ ମେ, ୨୦୨୬ – କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦେଶର ଶିକ୍ଷା ବ୍ୟବସ୍ଥାରେ ସଂସ୍କାର ଏବଂ ‘ଜାତୀୟ ଶିକ୍ଷା ନୀତି’ର ସଫଳ ରୂପାୟନ ନେଇ ମେଘାଳୟର ମୁଖ୍ୟମନ୍ତ୍ରୀ ଶ୍ରୀ କନରାଡ଼ ସାଙ୍ଗମାଙ୍କ ସହ ଏକ ସାରଗର୍ଭକ…

ପଦ୍ମ ଧରିଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର:ବିଜେଡିର ବରିଷ୍ଠ ନେତା ଓ ପୂର୍ବତନ ରାଜ୍ୟସଭା ସାଂସଦ ଦେବାଶିଷ ସାମନ୍ତରାୟ ଆଜି ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ବିଜେପି)ରେ ସାମିଲ ହୋଇଛନ୍ତି। ନୂଆଦିଲ୍ଲୀସ୍ଥିତ ଦଳୀୟ ମୁଖ୍ୟାଳୟରେ କେନ୍ଦ୍ରୀୟ ନେତୃତ୍ୱ ଏବଂ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲଙ୍କ ଉପସ୍ଥିତିରେ…

ହ୍ବାଇଟ ହାଉସ ନିକଟରେ ଗୁଳିକାଣ୍ଡ

ୱାଶିଂଟନ: ଆମେରିକା ରାଷ୍ଟ୍ରପତିଙ୍କ ସରକାରୀ ବାସଭବନ ହ୍ବାଇଟ ହାଉସ ନିକଟରେ ଶନିବାର ସନ୍ଧ୍ୟାରେ ଗୁଳିକାଣ୍ଡ ଘଟିଥିବା ଜଣାପଡିଛି। ତେବେ ସୁରକ୍ଷା କର୍ମୀଙ୍କ ତୁରନ୍ତ କାର୍ଯ୍ୟାନୁଷ୍ଠାନରେ ଆତତାୟୀ ପ୍ରାଣ ହରାଇଥିବା କୁହାଯାଇଛି। ସୂଚନାଯୋଗ୍ୟ ଜଣେ ବ୍ୟକ୍ତି ହ୍ବାଇଟ ହାଉସ ନିରାପତ୍ତା ଚେକ୍‌ ପୋଷ୍ଟ…

ରାଷ୍ଟ୍ରପତି ଭବନରେ ପଦ୍ମ ପୁରସ୍କାର ପ୍ରଦାନ

ନୁଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୦୨୬ ବର୍ଷ ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ ଉତ୍ସବରେ ୬୬ ଜଣ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନିତ କରାଯାଇଛି।ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ମଧ୍ୟରେ ପଦ୍ମ ପୁରସ୍କାର ଚଳିତ ବର୍ଷ…

ରାଜଧାନୀ ଦିଲ୍ଲୀରେ ପ୍ରଥମ ହାଇଡ୍ରୋଜେନ୍ ବସ୍ ସେବା ଆରମ୍ଭ

ନୁଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀରେ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ହେବାକୁ ଯାଉଛି। ପ୍ରଥମ ହାଇଡ୍ରୋଜେନ୍ ବସ୍ ସେବା ଆରମ୍ଭ ହୋଇଛି। ଏହି ଅନନ୍ୟ ଶୁଭାରମ୍ଭ ସହରର ସାର୍ବଜନୀନ ପରିବହନ ବ୍ୟବସ୍ଥାରେ ଏକ ନୂତନ ପ୍ରଯୁକ୍ତିବିଦ୍ୟା ଯୋଡିଛି। ଏହା ବ୍ୟତୀତ ପୂର୍ବରୁ ପ୍ରଚଳିତ…

ପୁଣି ବଢିଲା ପେଟ୍ରୋଲ ଓ ଡିଜେଲ ଦର

ନୁଆଦିଲ୍ଲୀ : ଦେଶରେ ପୁଣି ଥରେ ବଢିଲା ପେଟ୍ରୋଲ ଓ ଡିଜେଲ ଦର । ପେଟ୍ରୋଲ ଲିଟର ପିଛା 2ଟଙ୍କା 61 ପଇସାକୁ ବୃଦ୍ଧି ହୋଇଥିବାବେଳେ ଡିଜେଲ ଲିଟର ପିଛା 2 ଟଙ୍କା 71 ପଇସାକୁ ବୃଦ୍ଧି ହୋଇଛି । ଭୁବନେଶ୍ବରରେ…