ଆଜି ପ୍ରାର୍ଥୀପତ୍ର ଦାଖଲ କରିବେନି ବିଜେପି ପ୍ରାର୍ଥୀ ଜୟ ଢୋଲକିଆ । ଆସନ୍ତା ୧୮ ତାରିଖରେ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ମିଳିଛି। ଆଜି ଶୁଭ ମୁହୂର୍ତ୍ତ ନଥିବାରୁ ପ୍ରାର୍ଥୀପତ୍ର ଦାଖଲ କରିବେନି ଜୟ । ଆଜି ପ୍ରାର୍ଥୀପତ୍ର ଦାଖଲ ପାଇଁ ବିଜେପି ପକ୍ଷରୁ ବଡ଼ ଆୟୋଜନ ହୋଇଥିଲା । ନାମାଙ୍କନ ବେଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉପସ୍ଥିତ ରହିଥାନ୍ତେ ।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/05/Picsart_26-05-14_06-19-38-643-11-scaled.jpg)

