କୋଲକାତା: ଦ୍ୱାଦଶ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଚଳିତ ବର୍ଷ ଦେଶର ମୁଖ୍ୟ ଆୟୋଜନ ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଅନୁଷ୍ଠିତ ହେଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ କାର୍ଯ୍ୟକ୍ରମରେ ଯୋଗଦେଇ ଲକ୍ଷାଧିକ ଲୋକଙ୍କ ସହ ସାମୂହିକ ଯୋଗାଭ୍ୟାସ କରିବେ। ଆୟୁଷ ମନ୍ତ୍ରଣାଳୟର ସୂଚନା ଅନୁଯାୟୀ, କୋଲକାତାର ପ୍ରସିଦ୍ଧ ରେଡ ରୋଡରେ ଆୟୋଜିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମରେ ପ୍ରାୟ ୧୦ ଲକ୍ଷ ଲୋକ ସାମିଲ ହେବେ। ଆୟୁଷ ମନ୍ତ୍ରଣାଳୟର ସଚିବ ବୈଦ୍ୟ ରାଜେଶ କୋଟେଚ କହିଛନ୍ତି ଯେ ଅନ୍ତର୍ଜାତୀୟ ଯୋଗ ଦିବସର ଇତିହାସରେ ଏହା ପ୍ରଥମ ଅବସର, ଯେତେବେଳେ ମୁଖ୍ୟ ଜାତୀୟ କାର୍ଯ୍ୟକ୍ରମ କୋଲକାତାରେ ଆୟୋଜିତ ହେଉଛି। ଏହି ଅବସରରେ...


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/09/Picsart_26-05-14_06-19-38-643-11-scaled.jpg)

