ଭୁବନେଶ୍ବର: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଛାତ୍ରୀଙ୍କ ଘର ବାଲେଶ୍ବର ଜିଲ୍ଲା ଥାନା ଅଞ୍ଚଳରେ ହୋଇଥିବା ସୂଚନା ମିଳିଛି । ପଶ୍ଚିମବଙ୍ଗ ଦୁର୍ଗାପୁର ଘରୋଇ ମେଡିକାଲ କଲେଜରେ ଦ୍ବିତୀୟ ବର୍ଷର ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ ହୋଇଛି । ତାଙ୍କ ଅବସ୍ଥା ଗୁରୁତର ହେବାରୁ ଛାତ୍ରୀଙ୍କୁ ହସପିଟାଲ ICUରେ ଭର୍ତ୍ତି କରାଯାଇଛି । ଗଳକାଲି ରାତିରେ ଛାତ୍ରୀ ଜଣକ ବାହାରକୁ ଯାଇଥିବା ସମୟରେ ତାଙ୍କୁ ଦୁଷ୍କର୍ମ ହୋଇଥିବା ଜଣାପଡିଛି ।ଜଣେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣା ଅତ୍ୟନ୍ତ ନିନ୍ଦନୀୟ ଓ ପୀଡ଼ାଦାୟକ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଘଟଣାରେ...






