ଶୀର୍ଷକ:ୟୁନେସ୍କୋ ବିଶ୍ୱ ଐତିହ୍ୟ ତାଲିକାରେ ପୁରୀ ରଥଯାତ୍ରାକୁ ସାମିଲ ପାଇଁ ଜୋରଦାର ପ୍ରୟାସ; କେନ୍ଦ୍ରକୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ବିଶ୍ୱବିଖ୍ୟାତ ଶ୍ରୀଜଗନ୍ନାଥଙ୍କ ପୁରୀ ରଥଯାତ୍ରାକୁ ୟୁନେସ୍କୋର ବିଶ୍ୱ ଅମୂର୍ତ୍ତ ସାଂସ୍କୃତିକ ଐତିହ୍ୟ (Intangible Cultural Heritage) ତାଲିକାରେ ସ୍ଥାନ ଦେବା ପାଇଁ ଓଡ଼ିଶା ସରକାର ପ୍ରୟାସକୁ ତ୍ୱରାନ୍ୱିତ କରିଛନ୍ତି। ଏହି ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ପତ୍ର ଲେଖି ଆବଶ୍ୟକ ପଦକ୍ଷେପ ଶୀଘ୍ର ଗ୍ରହଣ କରିବାକୁ ଅନୁରୋଧ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ରଥଯାତ୍ରାର ଐତିହାସିକ, ଧାର୍ମିକ ଓ ସାଂସ୍କୃତିକ ଗୁରୁତ୍ୱ ସମ୍ପର୍କିତ ସମସ୍ତ...


![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-9-scaled.jpg)
