ପୂରୀ: ଆଉ ଦୁଇ ଦିନ ପରେ ମହାପ୍ରଭୁଙ୍କ ସ୍ନାନ ଯାତ୍ରା । ଆଉ ଏହା ପରେ ଆରମ୍ଭ ହୋଇଯିବ ବିଶ୍ବ ପ୍ରସିଦ୍ଧ ରଥାଯାତ୍ରା । ଏହି ଅବସରରେ ବଡ଼ଦାଣ୍ଡରେ ମଦ ଓ ଆମିଷ ବିକ୍ରି ଉପରେ କଟକଣା ଜାରି ହୋଇଛି । ବଡ଼ଦାଣ୍ଡ ଓ ଶ୍ରୀମନ୍ଦିରର ୨ କିଲୋମିଟର ଅବଧି ମଧ୍ୟରେ ମଦ ବାର୍ ଖେଲାଯିବାକୁ ବାରଣ କରାଯାଇଛି । ତେବେ ଖାଲି ରଥଯାତ୍ରା ପାଇଁ ନୁହଁ ଆଗାମୀ ସବୁ ଦିନ ଲାଗି ଏହି ନିୟମ ଲାଗୁ ରହିବ ବୋଲି ଆଜି ଏନେଇ ଅବକାରୀ ଓ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ସେପଟେ ଏହି ରଥଯାତ୍ରା ସମୟରେ...





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{},"is_sticker":false,"edited_since_last_sticker_save":false,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-06-12_12-40-19-148.jpg)
