ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା
ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା । ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ।…
ମୃତ ସୌମ୍ୟାଶ୍ରୀଙ୍କ ପରିବାରକୁ ୨୦ ଲକ୍ଷର ସହାୟତା ଘୋଷଣା । ୨୦ ଲକ୍ଷର ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସହାୟତା ଘୋଷଣା ନେଇ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସୂଚନା । ମୃତ୍ୟୁ ସହିତ ୬୦ ଘଣ୍ଟାର ଲଢ଼େଇ।…
ଭୂବନେଶ୍ବର: ଜୀବନ ଯୁଦ୍ଧରେ ହାରିଗଲେ ଆତ୍ମହତ୍ୟା ଉଦ୍ୟମ କରିଥିବା ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ । ତିନି ଦିନ ଧରି ଜୀବନ ବଞ୍ଚିବା ନେଇ ସଙ୍ଘର୍ଷ ପରେ ଶେଷରେ ଶେଷ ନିଃଶ୍ବାସ ତ୍ୟାଗ କରିଛନ୍ତି ପୀଡିତା ଜଣକ…
ଭୁବନେଶ୍ୱର – ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା ଛାତ୍ରୀଙ୍କ ଦେହାନ୍ତ ଖବର ଶୁଣି ଶୋକ ପ୍ରକାଶ କରିଛନ୍ତି ମୂଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ଶ୍ରୀ ମାଝୀ ଏକ୍ସ ରେ କହିଛନ୍ତି ଯେ ଫକୀର ମୋହନ ସ୍ୱୟଂଶାସିତ ମହାବିଦ୍ୟାଳୟର ପୀଡ଼ିତା…
ବାଲେଶ୍ୱର ଏଫଏମ୍ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣାରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଘଟଣାରେ ରାଜ୍ୟ ସରକାର ସଠିକ ପଦକ୍ଷେପ ନେଇଛନ୍ତି । ଏଭଳି ଘଟଣା ଦୁର୍ଭାଗ୍ୟଜନକ, ଯେତେ ନିନ୍ଦା କଲେ ବି…
ଏଫଏମ୍ କଲେଜ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣାର ବଡ଼ କାର୍ଯ୍ୟାନୁଷ୍ଠାନ। କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷଙ୍କୁ ଗିରଫ କଲା ସହଦେବଖୁଣ୍ଟା ପୋଲିସ। ପୂର୍ବରୁ ଏହି ଘଟଣାରେ ଏଚ୍ଓଡି ସମୀର ସାହୁଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରିନ୍ସିପାଲଙ୍କୁ ମଧ୍ୟ ଗିରଫ କରିବାକୁ ଦାବି କରୁଥିଲେ…
ସୋରୋ: ବାଲେଶ୍ୱରର ସୋରୋ ଥାନା ଅନ୍ତର୍ଗତ ବାଗୁଡ଼ି-ଯୋଡାମ୍ବା ଛକରେ ଥିବା ଏକ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ଏଟିଏମରୁ ଦୁର୍ବୃତ୍ତମାନେ ବିପୁଳ ପରିମାଣର ଟଙ୍କା କରିଛନ୍ତି। ସୂଚନା ଅନୁଯାୟୀ, ଦୁର୍ବୃତ୍ତମାନେ ପ୍ରଥମେ କ୍ୟାମେରା ଲେନ୍ସରେ କଳା ରଙ୍ଗ ସ୍ପ୍ରେ କରି ସିସିଟିଭିକୁ…
ବାଲେଶ୍ବର: ବାଲେଶ୍ବର ଜିଲ୍ଲାରେ ବନ୍ୟା ଯୋଗୁଁ ଜିଲ୍ଲାର ୬ଟି ବ୍ଲକ ଭୋଗରାଇ, ବାଲିଆପାଳ, ବସ୍ତା, ଜଳେଶ୍ୱର, ବାଲେଶ୍ୱର ସଦର ଓ ରେମୁଣା ବନ୍ୟାଜଳରେ ପ୍ରଭାବିତ ହେଉଛି । ୬ଟି ବ୍ଲକ ୧୫୪ ଗ୍ରାମ ଏବଂ ଜଳେଶ୍ୱର ପୌରପାଳିକାର ୮ଟି ୱାର୍ଡ ବନ୍ୟାଜଳରେ…
ବାଲେଶ୍ଵର – ସପ୍ତାହେ ନପୂରୁଣୁ ପୁଣି ଉତ୍ତର ବାଲେଶ୍ୱରରେ ବନ୍ୟା ସ୍ଥିତି । ଝାଡ଼ଖଣ୍ଡ ଗାଲୁଡି ବ୍ୟାରେଜ ପାଣିରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ସୁବର୍ଣ୍ଣରେଖା ଦ୍ୱିତୀୟ ବନ୍ୟାକୁ ନେଇ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଖେଳିଯାଇଛି…
ବାଲେଶ୍ବର: ଜନ୍ମମାଟିରେ ପ୍ରଶାନ୍ତ ଶତପଥୀଙ୍କ ମୃତଦେହ। ପ୍ରଶାନ୍ତ ଶତପଥୀଙ୍କ ମୃତଦେହ ଗତକାଲି ଭୁବନେଶ୍ୱର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଥିଲା। ବିମାନବନ୍ଦରରେ ଉପମୁଖ୍ୟମନ୍ତ୍ରୀ ଓ ରାଜସ୍ୱ ମନ୍ତ୍ରୀଙ୍କ ଉପସ୍ଥିତ ଥିଲେ। ତାଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ। ମଙ୍ଗଳବାର ପହଲଗାମ ଆତଙ୍କବାଦୀ ଆକ୍ରମଣରେ ପ୍ରାଣ…
ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ସାହାବାଜିପୁର ଠାରୁ ମାତ୍ର ୨ କିମି ଦୂର ପଶ୍ଚିମବଙ୍ଗ ନିଉ ଦୀଘା ରେଳଷ୍ଟେସନ ନିକଟରେ ୨୦ ଏକର ଜାଗାରେ ୨ ଶହ ୫୦ କୋଟି ଟଙ୍କା ବ୍ୟୟରେ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଅନୁକରଣରେ ନୂତନ…