ଚନ୍ଦ୍ରପୁର ବ୍ଲକ ସଦର ମହକୁମା ଠାରେ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ରାୟଗଡ / ଚନ୍ଦ୍ରପୁର ୧୨/୧୧/୨୦୨୪ ତାରିଖ ଦିନ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଚନ୍ଦ୍ରପୁର ବ୍ଲକସଦର ମହକୁମାସ୍ଥିତ ସଦଭାବନା ସଭାଗୃହ ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଛି । ରାୟଗଡା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତଙ୍କ ଅଧ୍ୟକ୍ଷତlରେ ଅନୁଷ୍ଠିତ ଏହି ଅଭିଯୋଗ ଶୁଣାଣି ଶିବିରରେ ଗୁଣପୁର ଉପ ଜିଲ୍ଲାପାଳ, କିରନଦୀପ କୌର ସାହୋତା, ଜିଲ୍ଲା ମୁଖ୍ୟ ଚିକିତ୍ସା ତଥା ଜନସ୍ୱାସ୍ତ୍ୟ ଅଧିକାରୀ ଲାଲ ମୋହନ ରାଉତରାୟ, ଚନ୍ଦ୍ରପୁର ଗୋଷ୍ଠୀ ଉନ୍ନୟନ ଅଧିକାରୀ କୃଷ୍ଣ ଚନ୍ଦ୍ର ଦଳପତି, ତହସିଲଦାର ଆଶିଷ କୁମାର ନାୟକ ଉପସ୍ଥିତ ରହି ଜନସାଧାରଣଙ୍କୁ ବିଭିନ୍ନ...







