ଭୂବନେଶ୍ୱର, ୧୪/୦୪ : ହନୁମାନ ଜୟନ୍ତୀ ପାଇଁ ସମ୍ବଲପୁରରେ ହାଇ ଆଲର୍ଟ । ବିଭିନ୍ନ ସ୍ଥାନରୁ ବାହାରିବ ଶୋଭାଯାତ୍ରା । ଏହାକୁ ଦୃଷ୍ଟିରେ ରଖି ସ୍ବତନ୍ତ୍ର ଭାବେ ସୁରକ୍ଷା ବ୍ୟବସ୍ଥା ହୋଇଛି । ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି । ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ନଜର ରଖିବ ୬୫୦ ସିସିଟିଭି । ୪୦ଟି ଡ୍ରୋନରେ ଶୋଭାଯାତ୍ରାର ମନିଟରିଂ ହେବ । ସୋସିଆଲ୍ ମିଡିଆ ପୋଷ୍ଟ ଉପରେ କଡ଼ା ନଜର ରହିଛି । ଗୁଜବକାରୀଙ୍କ ଉପରେ ନଜର ରଖିବା ପାଇଁ ସ୍ପେଶାଲ ସାଇବର ଟିମ ଗଠନ କରାଯାଇଛି । ହନୁମାନ ଜୟନ୍ତୀ ପାଇଁ ହାଇ ଆଲର୍ଟରେ...






