
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବା ଏବଂ ଭାରତର ନାଗରିକ, ସଂସ୍କୃତି ଓ ସଫଳତାର ସମୃଦ୍ଧଶାଳୀ ଇତିହାସର ସ୍ମୃତିଚାରଣ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ ଦେଶ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ପାଳନ କରିବା ଏବଂ ଭାରତର ନାଗରିକ, ସଂସ୍କୃତି ଓ ସଫଳତାର ସମୃଦ୍ଧଶାଳୀ ଇତିହାସର ସ୍ମୃତିଚାରଣ କରିବା ଲାଗି ଆଜାଦୀ କା ଅମୃତ ମହୋତ୍ସବ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି । ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୫ତମ ସ୍ୱାଧୀନତା ଦିବସ ଉପଲକ୍ଷେ ଦେଇଥିବା ଅଭିଭାଷଣରେ...















