ଜୁନାଗଡ଼ରେ ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଜୁନାଗଡ଼, ୦୫/୦୮(ବାଲେଶ୍ୱର ସୁନାନୀ )ଜୁନାଗଡ଼ ବ୍ଲକ୍ ପରିସରରେ ୨୦୨୬-୨୭ ଆର୍ଥିକ ବର୍ଷର ପ୍ରଥମ ପର୍ଯ୍ୟାୟ ‘ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର’ ଅନୁଷ୍ଠିତ ହୋଇଯାଇଛି। ବ୍ଲକ୍ ଅଧ୍ୟକ୍ଷା ଶ୍ରୀମତୀ ସବିତା ମେହେର ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍ଘାଟନ କରିଥିଲେ। ସମ୍ମାନିତ ଅତିଥି ଭାବେ ବିଡିଓ ଶ୍ରୀ ଦେବାଶିଷ କର, ବ୍ଲକ୍ ଉପାଧ୍ୟକ୍ଷ ଶ୍ରୀ ପ୍ରମୋଦ କୁମାର ବେହେରା ଏବଂ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଶ୍ରୀ ଦିନେଶ କୁମାର କହରା ଯୋଗଦେଇ ଭିନ୍ନକ୍ଷମଙ୍କ ପାଇଁ ସରକାରଙ୍କ ବିଭିନ୍ନ କଲ୍ୟାଣମୂଳକ ଯୋଜନା ସମ୍ପର୍କରେ ସୂଚନା ଦେଇଥିଲେ।ଶିବିରରେ ଡା. ସୁନୀଲ କୁମାର ପାଢ଼ୀ,...



