ଅବସର ପ୍ରଧାନ ଶିକ୍ଷକଙ୍କୁ ବିଦାୟ କାଳୀନ ସମର୍ଦ୍ଧନା…..! କଳାହାଣ୍ଡି…..ଲାଞ୍ଜିଗଡ, (ବାଲେଶ୍ୱର ସୁନାନୀ )ମସ୍କାଗୁଡା ଆଞ୍ଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଗୋଟେନ ରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ଶରତ ଚନ୍ଦ୍ର ବେରୁକ ଙ୍କୁ ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି l ଦୀର୍ଘ ଛତିଶ ବର୍ଷ କଳାହାଣ୍ଡି ଜିଲ୍ଲାର ବିଭିନ୍ନ ବିଦ୍ୟାଳୟ ରେ ସେବା ଯୋଗେଇ ଆଜି ସେ ଚାକିରୀ ରୁ ଅବସର ନେଇଛନ୍ତି l ସରକାରୀ ପ୍ରାଥମିକ ବିଦ୍ୟାଳୟ ଗୋଟେନ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ମହା ଆଡମ୍ବର ସହିତ ତାଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ କରାଗଲା l ଏଥିରେ ବିଦ୍ୟାଳୟ ର ସମସ୍ତ ଛାତ୍ର...






