ଜିଲ୍ଲା ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆଶ୍ରା ବିଦ୍ୟାଳୟ ପରିସରରେ ଆନ୍ତର୍ଯ୍ୟତୀୟ ଦିବ୍ୟଙ୍ଗ ଦିବସ ପାଳିତ ଜଗତସିଂହପୁରତା =3/12/24 ଜିଲ୍ଲା ଭିନ୍ନକ୍ଷମ ସଶକ୍ତି କରଣ ବିଭାଗ ଜଗତସିଂହପୁର ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ନୁଆପୋଲ ସ୍ଥିତ ଆଶ୍ରା ବିଦ୍ୟାଳୟ ପରିସରରେ ଆନ୍ତର୍ଯ୍ୟତିୟ ଦିବ୍ୟଙ୍ଗ ଦିବସ ପାଳିତ ହୋଇ ଯାଇଛି।ଏହି ଅବସରରେ ସକାଳୁ ଦିବ୍ୟଙ୍ଗ ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ଏକ ସଚେତନତା ଶୋଭାଯାତ୍ରା ସ୍ଥାନୀୟ ଅଞ୍ଚଳ ପରିକ୍ରମା କରି ବିଦ୍ୟାଳୟ ପରିସରରେ ପହଞ୍ଚି ଥିଲା।ଆଶ୍ରା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ସଚେତନତା ସଭାରେ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁନିଲ କୁମାର ନାୟକ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥି ଭାବରେ...






