ପୁରୀ: ଆଜି ବିଶ୍ବପ୍ରସିଦ୍ଧ ରଥଯାତ୍ରା । ସକାଳୁ ସକାଳୁ ରଥଯାତ୍ରା ପାଇଁ ମହାପ୍ରଭୁଙ୍କ ନୀତିକାନ୍ତି ଆରମ୍ଭ ହୋଇଥିବା ବେଳେ, ଏବେ ଆରମ୍ଭ ହୋଇଯାଇଛି ମହାପ୍ରଭୁଙ୍କ ପହଣ୍ଡି ବିଜେ ନୀତି । ପ୍ରଥମେ ଧାଡ଼ି ପହଣ୍ଡିରେ ଶ୍ରୀସୁଦର୍ଶନ ରଥେ ବିଜେ କରିସାରିଲେଣି । ସୁଦର୍ଶନ ଠାକୁର ଦେବଦଳନ ରଥରେ ସ୍ଥାପନା ହେବା ପରେ ଏବେ ଝୁଲି ଝୁଲି ଧାଡି ପହଣ୍ଡିରେ ଆସୁଛନ୍ତି ବଡ ଠାକୁର ବଳଭଦ୍ର । ଏହା ପରେ ପରେ ଦେବୀ ସୁଭଦ୍ରାଙ୍କ ପହଣ୍ଡି ମଧ୍ୟ ଆରମ୍ଭ ହୋଇଯାଇଛି । ସେପଟେ ରତ୍ନବେଦୀରୁ ଓହ୍ଲାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଗୋଟି ପହଣ୍ଡିରେ ବାହାରି ସାରିଛନ୍ତି ।ଘଣ୍ଟ ଘଣ୍ଟା ଶଙ୍ଖ ମୃଦଙ୍ଗର ତାଳେ ତାଳେ...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-11-scaled.jpg)




