ପୁରୀରେ ସ୍ପେଶାଲ ଫୋର୍ସ କମାଣ୍ଡୋ। ବୋମା ଧମକ ପରେ ପୁରୀରେ ସ୍ପେଶାଲ କମାଣ୍ଡୋ ମୁତୟନ କରାଯାଇଛି । ବଡ଼ଦାଣ୍ଡ ଏବଂ ସମ୍ବେଦନଶୀଳ ସ୍ଥାନମାନଙ୍କରେ କମାଣ୍ଡୋ ପକ୍ଷରୁ ପଇଁତରା ମରାଯାଉଛି । ସୂଚନାଯୋଗ୍ୟ ଯେ, ଶ୍ରୀମନ୍ଦିରକୁ ବୋମା ପକାଇ ଉଡ଼ାଇ ଦେବୁ। ଶ୍ରୀମନ୍ଦିର ନିକଟ ଗ୍ରାଣ୍ଡ ସେଣ୍ଟର ଓ ରାଜ୍ୟସଭା ସାଂସଦ ଶୁଭାଶିଷ ଖୁଣ୍ଟିଆଙ୍କୁ ଗୁଳି କରାଯିବ । ଜୁଲିରାଣୀ ପଣ୍ଡା ନାମକ ଏକ ଫେସବୁକ୍ ଆଇଡିରେ ଏଭଳି ଖୋଲା ଧମକ ଦିଆଯାଇଛି। ଏହି ଧମକ ପରେ ପୁରୀ ପୁଲିସ ପକ୍ଷରୁ ତଦନ୍ତ ପ୍ରକ୍ରିୟା ଜୋରଦାର୍ କରାଯାଇଛି। ପୁରୀ ସିଟି ଡିଏସପିଙ୍କ ନେତୃତ୍ୱରେ ଏକ ସ୍ବତନ୍ତ୍ର ଟିମ୍ ଗଠନ କରାଯାଇ ତଦନ୍ତ କରାଯାଉଛି।...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-7-scaled.jpg)




