ପୁରୀ : ପୁରୀ ପୋଲିସ ପକ୍ଷରୁ ସମସ୍ତ ହୋଟେଲ ମାଲିକ, ପରିଚାଳକ ଓ ସମ୍ପୃକ୍ତ ବ୍ୟକ୍ତିମାନଙ୍କ ପାଇଁ ଏକ ବିସ୍ତୃତ ବୈଠକ କରାଯାଇଛି । ପୁରୀ ସହର ଓ ସମୁଦ୍ରତଟ ଅଞ୍ଚଳରେ ପର୍ଯ୍ୟଟକ ସୁରକ୍ଷା, ହୋଟେଲ ଶୃଙ୍ଖଳା, ଏବଂ ଅନଲାଇନ ଠକେଇ ରୋକିବା ଉଦ୍ଦେଶ୍ୟରେ ଏହି ବୈଠକ ହୋଇଥିଲା । ପ୍ରତ୍ୟେକ ହୋଟେଲରେ ପ୍ରବେଶଦ୍ୱାର, ପ୍ରତ୍ୟେକ ତଳ, କରିଡର, କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିସିଟିଭି କ୍ୟାମେରା ଲଗାଇବା ସହ ସିସିଟିଭି ଫୁଟେଜ୍କୁ ଅତି କମରେ ୩୦ ଦିନ ପର୍ଯ୍ୟନ୍ତ ସଂରକ୍ଷିତ ରଖିବା ପାଇଁ କୁହାଯାଇଛି । ସମସ୍ତ ହୋଟେଲରେ ବୈଧ ଅଗ୍ନି ନିରାପତ୍ତା ଓ ବୈଦ୍ୟୁତିକ ସୁରକ୍ଷା ସର୍ଟିଫିକେଟ...





![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/08/Picsart_26-05-14_06-19-38-643-7-scaled.jpg)
