ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଫସିଲେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର ବୌଦ୍ଧ : ଭିଜିଲାନ୍ସ ଜାଲରେ ଦୁଇ ଟେକ୍ସଟାଇଲ ଇନ୍ସପେକ୍ଟର । ଜଣେ ବ୍ୟକ୍ତିଙ୍କ ନିକଟରୁ ୫ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଶୁକ୍ରବାର ଧରାପଡ଼ିଛନ୍ତି ବୟନ ଶିଳ୍ପ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ । ସୂଚନା ଅନୁସାରେ, ବାଉଁଶୁଣୀ ସମବାୟ ସମିତିର ବିଲ୍ ରିଲିଜ୍ କରିବା ନିମନ୍ତେ ଉଭୟ ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ ଆଦିତ୍ୟ କୁମାର ଦାସ ଜଣେ ବ୍ୟକ୍ତିଙ୍କୁ ୫ ହଜାର ଟଙ୍କା ମାଗିଥିଲେ । ଏନେଇ ବ୍ୟକ୍ତି ଜଣକ ଭିଜିଲାନ୍ସକୁ ଜଣାଇଥିଲେ । ଇନ୍ସପେକ୍ଟର କୃଷ୍ଣଚନ୍ଦ୍ର ସାହୁ ଏବଂ...













