ଓକିଲଙ୍କୁ ଦୁର୍ବୁତ୍ତ ଓ ମନ୍ତ୍ରୀଙ୍କୁ ଅପରାଧୀଙ୍କ ମୁଖ୍ୟ କହିବା ବିଜେଡ଼ି ନେତାଙ୍କ ଦେବାଳିଆ ସ୍ଥିତିକୁ ଜଣାଉଛି ବ୍ରହ୍ମପୁର, ୬/୮ : ଓଡ଼ିଶାକୁ ପ୍ରତାରଣା ଦେଇଥିବା ବିଜୁ ଜନତା ଦଳ ସରକାର ଲୋକଙ୍କ ଦ୍ୱାରା ଗାଦିଚ୍ୟୁତ ହେବାପରେ କିଭଳି ଭାବରେ ରାଜ୍ୟରେ ସାମ୍ପ୍ରତିକ ପରିସ୍ଥିତିରେ କୁତ୍ସିତ ରାଜନୀତି କରିବା ସହ ଔଷଧ ବିକଳରେ ତାଟିଆ କାମୁଡ଼ିବା ଭଳି ବ୍ୟବହାର କରୁଛି ତାହାକୁ ଲୋକଲୋଚନକୁ ଆଣିବା ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ଏକ “ସାମ୍ବାଦିକ ସମ୍ମିଳନୀ” ବ୍ରହ୍ମପୁର ହିଲପାଟଣା ସ୍ଥିତ ବିଜେପି ଜିଲ୍ଲା କାର୍ଯ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି “ସାମ୍ବାଦିକ ସମ୍ମିଳନୀରେ” ଭାରତୀୟ ଜନତା ପାର୍ଟିର ଗଞ୍ଜାମ ଜିଲ୍ଲା ସଭାପତି...

![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/06/Picsart_26-05-14_06-19-38-643-12-scaled.jpg)




