ହୋଷ୍ଟେଲ ଛାତ୍ରୀ ମାଆ ହେବା ଘଟଣା: ପ୍ରଧାନ ଶିକ୍ଷକ ନିଲମ୍ୱିତ ମାଲକାନଗିରି: ଚିତ୍ରକୋଣ୍ଡା ବ୍ଲକ ଅନୁସୂଚିତ ଜାତି ଓ ଜନଜାତି ଆବାସିକ ବିଦ୍ୟାଳୟରେ ଜଣେ ୧୦ମ ଶ୍ରେଣୀ ଛାତ୍ରୀ ମାଆ ହେବା ଘଟଣାରେ ମଙ୍ଗଳବାର ମାଟ୍ରନ ସୁଚିତ୍ରା ଚର୍ଚ୍ଚି ବହିଷ୍କୃତ ହୋଇଥିବା ବେଳେ ଏଏନ୍ଏମ୍ କବିତା କୁମାରୀ ପାତ୍ର ନିଲମ୍ବିତ ହୋଇଛନ୍ତି। ଜିଲ୍ଲା ପ୍ରଶାସନର ସୁପାରିସ ଆଧାରରେ ପ୍ରଧାନ ଶିକ୍ଷକ ଅଜିତ କୁମାର ମାଡକାମୀଙ୍କୁ ରାଜ୍ୟ ସରକାର ନିଲମ୍ୱନ କରିଛନ୍ତି। ଏଥିସହ ଘଟଣାରେ କାହାର ସମ୍ପୃକ୍ତି ରହିଛି ସେନେଇ ତଦନ୍ତ ଆରମ୍ଭ କରିଛି ପୋଲିସ। ଛାନବିନ୍ ପରେ ପୋଲିସ ନିକଟରେ ଆତ୍ମସମର୍ପଣ କରିଛି ଅଭିଯୁକ୍ତ। ସୂଚନା ଅନୁସାରେ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା...







