ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ, କହିଲେ ଭଗବାନ ଆମକୁ ରକ୍ଷା କରିଦେଲେ
ରାଉରକେଲା ବିମାନ ଦୁର୍ଘଟଣାସ୍ଥଳରେ ପରିବହନ ମନ୍ତ୍ରୀଙ୍କ ଅନୁଧ୍ୟାନ କରିଛନ୍ତି । ଦୁର୍ଘଟଣାକୁ ଅଭାବନୀୟ କହିଲେ ମନ୍ତ୍ରୀ ବିଭୂତି ଜେନା । ରାଉରକେଲା ପହଞ୍ଚିବାକୁ ଅଳ୍ପ ଦୂର ଥିଲା ଦୁର୍ଘଟଣା ଘଟିଲା । ଦୁର୍ଘଟଣାରେ ଆହତଙ୍କ ସର୍ବୋତ୍ତମ ଚିକିତ୍ସା ପାଇଁ ସରକାର ପ୍ରସ୍ତୁତ…
