ଭୂବନେଶ୍ୱର, ୨୩/୦୮ : ଉପରମୁଣ୍ଡରେ ବର୍ଷା ଯୋଗୁ ଫୁଲୁଛି ମହାନଦୀ । ପ୍ରଥମ ପର୍ଯ୍ୟାୟରେ ହୀରାକୁଦ ଡ୍ୟାମର ୪ଟି ଗେଟ ଖୋଲା ଯାଇଛି । ଜଳଭଣ୍ଡାର ବାମପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ୧ଟି ଖୋଲା ରହିଛି । ବର୍ତ୍ତମାନ ହୀରାକୁଦ ଜଲଭଣ୍ଡାରର ଜଳସ୍ତର ୬୨୦ ଫୁଟ ରହିଛି । ପ୍ରତି ସେକେଣ୍ଡରେ ୨ ଲକ୍ଷ ୪୩ ହଜାର ୮୩୧ କ୍ୟୁସେକ ଜଳ ପ୍ରବେଶ କରୁଛି । ଏଥିପାଇଁ ମହାନଦୀ ଭିତରକୁ ନ ଯିବାକୁ ସତର୍କ ସୂଚନା ଜାରି କରିଛନ୍ତି ହୀରାକୁଦ ନଦୀ ବନ୍ଧ କର୍ତ୍ତୃପକ୍ଷ ।




![{"remix_data":[],"remix_entry_point":"challenges","source_tags":["local"],"origin":"unknown","total_draw_time":0,"total_draw_actions":0,"layers_used":0,"brushes_used":0,"photos_added":0,"total_editor_actions":{},"tools_used":{"transform":1},"is_sticker":false,"edited_since_last_sticker_save":true,"containsFTESticker":false}](https://www.jagratbharatnews.in/wp-content/uploads/2026/07/Picsart_26-05-14_06-19-38-643-23-scaled.jpg)

