ଆଉ ଏକ କୋଚିଂ ସେଣ୍ଟର ସିଲ୍ ଜେ ବି ଏନ, ୦୮/୦୪ /୨୦୨୧, (ରିପୋର୍ଟ, ପ୍ରଦୀପ କୁମାର କାଣ୍ଡି), ଭୁବନେଶ୍ୱର: ଦେଶରେ ଚାଲିଛି କରୋନାର ସଂକ୍ରମଣର ଦ୍ୱିତୀୟ ଢେଉ । ଏହି ଦିନ ଢେଉ ବେଶି ଜୋରେ ମାଡି ଚାଲିଛି । କରୋନାର ପ୍ରଥମ ଲହର ଠାରୁ କରୋନା ଦ୍ୱିତୀୟ ଲହର କ୍ଷିପ୍ର ଗତିରେ ମାଡି ମାଡି ଲାଗିଛି । ଆଜି ଦେଶରୁ ୧ ଲକ୍ଷ ୨୬ ହଜାର ୭୮୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ଓଡିଶା ରାଜ୍ୟରେ ମଧ୍ୟ ୮୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାରି ଭିତରେ ଆସିଲା ବଡ ଖବର...






