ତିନୋଟି ପୁରୁଣା ଚୋରି କେଶରେ ଫେରାର ଥିବା ଆସାମୀ ଗିରଫ ବାଲିଗୁଡା, ତା,୨୩/୦୪: (ସୁଶୀଳ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ଟିକାବାଲି ଥାନା ପୋଲିସ ଜଣେ ପୁରୁଣା ଚୋରି କେସରେ ଅଭିଯୁକ୍ତକୁ ଗିରଫ କରି ଫୁଲବାଣୀ ଏସଡିଜେଏମ କୋର୍ଟକୁ ଚାଲାଣ କରିଛନ୍ତି I ଘଟଣା ରୁ ପ୍ରକାଶ ଯେ, ଟିକାବାଲି ଥାନା ଶଙ୍କରାଖୋଲା ଗ୍ରାମର ଗୋକୁଳାନନ୍ଦ ପ୍ରଧାନ ଙ୍କ ପୁଅ ପ୍ରଭାକର ପ୍ରଧାନ,(୪୩) ପୂର୍ବରୁ ତିନୋଟି ଚୋରି ମାମଲାରେ କେଶ ନଂ.୧୫୮/୧୮ ଜି. ଉଦୟଗିରି ଥାନା, ୪୯୬/୧୮ ବାଲିଗୁଡା ଥାନା, ୨୦୪/୨୦ ହିଞ୍ଜିଳିକାଟୁ ଥାନାରେ ଅଭିଯୁକ୍ତ ହୋଇ ପୋଲିସ ହାତରୁ ଖସି ଫେରାର ଥିଲେ I ଗୁରୁବାର...






