ଭଦ୍ରକ ୧୬ ନମ୍ବର ଜାତୀୟ ରାଜପଥ ଚରମ୍ପା ନିକଟରେ ବିଳମ୍ବିତ ରାତିରେ ମହିଳାଙ୍କୁ ଟ୍ରକ୍ ଡ୍ରାଇଭର ଅପହରଣ ଘଟଣା । ଅପହୃତା ମହିଳାଙ୍କୁ କେନ୍ଦୁଝର ଆନନ୍ଦପୁର ବରପଦାରୁ ଉଦ୍ଧାର କରି ଡାକ୍ତରୀ ମାଇନା ପାଇଁ ପଠାଇଲା ପୁଲିସ୍। ସେପଟେ ଅପହରଣ କରିଥିବା ଟ୍ରକ୍ ଡ୍ରାଇଭରକୁ ଗିରଫ କରିବା ସହ ଟ୍ରକ୍କୁ ଜବତ କରିଛି ପୁଲିସ୍ । ଟ୍ରକ୍ଟି ଏବେ ଭଦ୍ରକ ସହରାଞ୍ଚଳ ଟାଉନ୍ ଥାନାରେ ରହିଛି। କେଉଁ କାରଣରୁ ଏଭଳି କାଣ୍ଡ ଭିଅଇଲା ଅଭିଯୁକ୍ତ ସେନେଇ ପୁଲିସ୍ ତଦନ୍ତ କରୁଛି । ପୂର୍ବରୁ ମହିଳାଙ୍କୁ ଅପହରଣ କରିବାବେଳର ଭିଡିଓ ସିସିଟିଭିରେ କଏଦ ହୋଇଥିଲା । ଟ୍ରକ୍ ଡ୍ରାଇଭର ଜଣଙ୍କ ଏକୁଟିଆ ଠିଆ...






