
ମନରେଗା ଯୋଜନା ମହାଦୁର୍ନୀତି ଅଭିଯୋଗ ମାସମାସ ଧରି ଶ୍ରମିକଙ୍କୁ ମିଳୁନି ପାରିଶ୍ରମିକ ରାଶି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ ବ୍ଲକରେ କେନ୍ଦ୍ର ସରକାର ଗରିବ ଲୋକଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବା ନେଇଁ ମନରେଗା ଯୋଜନା ନିର୍ମାଣ କଲେ ସତ ହେଲେ ଯୋଜନାକୁ ଠିକ ଭାବରେ ପରିଚାଳନା ହେଉନଥିବା କୁହାଯାଉଛି । ଯାହା ଫଳରେ କାମକରି ମଧ୍ୟ୍ୟ ପାରିଶ୍ରମିକ ପାଇ ପାରୁନାହାନ୍ତି ଲୋକେ l ଏହି ଯୋଜନା ମାଧ୍ୟ୍ୟମରେ ଦାଦନ ସମସ୍ୟା ରୋକିବା ଉଦେଶ୍ୟ ଥିବା ବେଳେ ଶ୍ରମିକଙ୍କୁ କାମ ଯୋଗାଇ ଦେବା ଓ ଅର୍ଥନୀତି କ୍ଷେତ୍ରରେ ଶ୍ରମିକଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ଉଦ୍ଦେଶ୍ୟ ରହିଛି । ଏଥି ପାଇଁ ମନରେଗା...














