
ବଣମଲ୍ଲୀଙ୍କୁ ଲୋକଲୋଚନକୁ ଆଣିବାର ବଡ଼ ମାଧ୍ୟମ ହୋଇଛି ‘ମନ୍ କି ବାତ୍’- ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ଵର : ମନ୍ କି ବାତ୍ ଜରିଆରେ ଦେଶର ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମଗ୍ର ଭାରତବର୍ଷର ଲୋକ ମାନଙ୍କର ଅଭିବ୍ୟକ୍ତିଙ୍କୁ ଲୋକଲୋଚନକୁ ଆଣୁଛନ୍ତି । ବିଶେଷ ଭାବରେ ମନ୍ କି ବାତ୍ ବଣମଲ୍ଲୀ ମାନଙ୍କୁ ଲୋକଲୋଚନକୁ ଆଣିବାର ବଡ଼ ମାଧ୍ୟମ ହୋଇଛି ବୋଲି ରବିବାର ବାଙ୍ଗାଲୋରରେ ବିଜେପି କାର୍ଯ୍ୟାଳୟରେ ମନ୍ କି ବାତ୍ କାର୍ଯ୍ୟକ୍ରମର ଐତିହାସିକ ୧୦୦ତମ ଅଧ୍ୟାୟ ଶୁଣିବା ପରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ମନ୍ କି ବାତର...














