ସେବା ପର୍ବ ପାଳନ ଉପଲକ୍ଷେ ଆର୍ଥିକ ସାକ୍ଷରତା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଭବାନୀପାଟଣା (ଜାଗ୍ରତ ଭାରତ,) ଅର୍ଥ ବିଭାଗ ସ୍ୱଳ୍ପ ସଞ୍ଚୟ ନିର୍ଦ୍ଦେଶାଳୟ ତରଫରୁ ସେବା ପର୍ବ ଉପଲକ୍ଷେ ସଞ୍ଚୟ ବୃକ୍ଷରୋପଣ କରାଯାଇ ସ୍ୱଳ୍ପ ସଞ୍ଚୟ ତଥା ଆର୍ଥିକ ସ୍ଵାକ୍ଷରତା ଅଭିଯାନ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ପରିପ୍ରେକ୍ଷିରେ ଜିଲ୍ଲା ଆର୍ଥିକ ସ୍ଵଳ୍ପ ସଞ୍ଚୟ ବିଭାଗ ତରଫରୁ ମେଦିନୀପୁର ପଞ୍ଚାୟତରେ ଏକ ସଞ୍ଚୟ ବୃକ୍ଷରୋପଣ ପରେ ଆଞ୍ଚଳିକ ସେବା ଓ ସ୍ଵାକ୍ଷରତା ଶିବିର ଅନୁଷ୍ଠିତ ହୋଇଥିଲା ସହ ନିର୍ଦ୍ଦେଶକ ସ୍ୱଳ୍ପ ସଞ୍ଚୟ ଓ ଆର୍ଥିକ ସେବା କଳାହାଣ୍ଡି ବିବେକାନନ୍ଦ ମହାନନ୍ଦ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ...






