ଲାଞ୍ଜିଗଡ ପଞ୍ଚାୟତ ସମିତିର ଏକାଦଶ ଅଧିବେଶନ ଅନୁଷ୍ଠିତ।ଶିକ୍ଷା, ସ୍ୱାସ୍ଥ୍ୟ, ବିଜୁଳି ଓ ପାନୀୟ ଜଳକୁ ନେଇ ବର୍ଷିଲେ ଜନପ୍ରତିନିଧିଲାଞ୍ଜିଗଡ ବ୍ଲକ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସର ଠାରେ ଲାଞ୍ଜିଗଡ ପଞ୍ଚାୟତ ସମିତିର ଏକାଦଶ ଅଧିବେଶନ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଲାଞ୍ଜିଗଡ ବ୍ଲକ ଅଧ୍ୟକ୍ଷା କମଳା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାହାଣ୍ଡି ଲୋକସଭା ସାଂସଦଙ୍କ ପ୍ରତିନିଧି ଭାଗିରଥି ଧଙ୍ଗଡ଼ାମାଝୀ , ବିଧାୟକ ପ୍ରତିନିଧି ପ୍ରଦୀପ କୁମାର ଘଡେଇ, ଲାଞ୍ଜିଗଡ ବିଡ଼ିଓ ଶଶାଙ୍କ ପାତ୍ର , ବ୍ଲକ ଉପାଧ୍ୟକ୍ଷ ସଞ୍ଜୀବ କୁମାର ନାୟକ , ଲାଞ୍ଜିଗଡ ଜୋନ-୨ ଜିଲ୍ଲା ପରିଷଦ ସଦସ୍ୟ ପରୀକ୍ଷିତ ନାଏକ ପ୍ରମୁଖ ମଞ୍ଚାସିନ ଥିଲେ। ଲାଞ୍ଜିଗଡ଼ ବିଡିଓ ଶ୍ରୀ...



